Odia News Portal
Browsing Tag

IPL 2021

ସ୍ଥଗିତ ହେଲା ଚଳିତ ବର୍ଷର ଆଇପିଏଲ

ନୂଆଦିଲ୍ଲୀ: ସ୍ଥଗିତ ରହିଲା ଚଳିତ ବର୍ଷର ଆଇପିଏଲ । ବିଭିନ୍ନ ଦଳର ଖେଳାଳି ପଜିଟିଭ୍ ଚିହ୍ନଟ ହେବା ପରେ ଆଇପିଏଲକୁ ବାତିଲ କରାଯାଇଛି । ଏନେଇ ବିସିସିଆଇ ଉପସଭାପତି ସୂଚନା ଦେଇଛନ୍ତି । ସୋମବାର କୋଲକାତା ନାଇଟ୍ ରାଇଡର୍ସର ଦୁଇ ଖେଳାଳି ବରୁଣ ଚକ୍ରବର୍ତ୍ତୀ ଓ ସନ୍ଦୀପ ଓ୍ଵାରିୟର…

କେକେଆର ପରେ ସିଏସକେର ୩ ସଦସ୍ୟଙ୍କୁ କରୋନା

ନୂଆଦିଲ୍ଲୀ: ଆଇପିଏଲରେ ଦ୍ରୁତ ଗତିରେ ବଢିଚାଲିଛି କୋଭିଡ ସଂକ୍ରାମିତଙ୍କ ସଂଖ୍ୟା | କୋଲକାତା ନାଇଟ୍ ରାଇଡର୍ସର ୨ଜଣ ଖେଳାଳୀ ପଜିଟିଭ ଚିହ୍ନଟ ହେବା ପରେ ଏବେ ଚେନ୍ନାଇ ଟିମର ୩ ଜଣ ସଦସ୍ୟ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି । ଚେନ୍ନାଇ ଟିମର ସିଇଓ କାଶୀ ବିଶ୍ବନାଥନ୍‌, ବୋଲିଂ…

ଆଇପିଏଲରେ କରୋନା ଗ୍ରହଣ,୨ ଖେଳାଳୀ ପଜିଟିଭ୍

ମୁମ୍ବାଇ: ଆଇପିଏଲରେ ଆତଙ୍କ ଖେଳାଉଛି କରୋନା ସଂକ୍ରମଣଙ୍କ । କୋଲକାତା ନାଇଟ ରାଇଡର ରାଇଡର୍ସର ୨ ଜଣ ଖେଳାଳୀ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଚିନ୍ତା ବଢିଛି । ସୋମବାର କୋଲକାତା ଏବଂ ବେଙ୍ଗାଲୁରୁ ମଧ୍ୟରେ ହେବାକୁ ଥିବା ମ୍ୟାଚକୁ ବାତିଲ କରାଯାଇଛି । ଏହି ମ୍ୟାଚ ସ୍ଥଗିତ ରଖାଯାଇଛି ଏବଂ…

ସୁପର ବିଜୟ ସହ ଶୀର୍ଷରେ ସୁପରକିଙ୍ଗ୍ସ

ନୂଆଦିଲ୍ଲୀ : ଚେନ୍ନାଇ ସୁପର କିଙ୍ଗ୍ସ ଚଳିତ ଆଇପିଏଲ୍‌ରେ ନିଜର ବିଜୟଯାତ୍ରା ଅବ୍ୟାହତ ରଖିଛି। ଓପନର ଋତୁରାଜ ଗାଏକଓ୍ଵାର୍ଡ ଓ ଫାଫ୍ ଡୁ ପ୍ଲେସିସ୍‌ଙ୍କ ଦମଦାର ଅର୍ଦ୍ଧଶତକ ବଳରେ ଚେନ୍ନାଇ ସନରାଇଜର୍ସ ହାଇଦ୍ରାବାଦକୁ ୭ ଓ୍ଵିକେଟ୍‌ରେ ପରାସ୍ତ କରି ସହଜ ବିଜୟ ହାସଲ କରିଛି। ଏଥିସହ…

ବିଜୟଧାରାକୁ ଫେରିଲା କେକେଆର

ଅହମ୍ମଦାବାଦ : କ୍ରମାଗତ ଚାରି ମ୍ୟାଚରେ ହାରିବା ପରେ ବିଜୟ ଧାରାକୁ ଫେରିଲା କୋଲକାତା ନାଇଟ୍ ରାଇଡର୍ସ (କେକେଆର) । ଇଅନ୍ ମୋର୍ଗାନଙ୍କ କପ୍ତାନୀ ଇନିଂସକୁ ଭିତି କରି କେକେଆର ଦମଦାର ବିଜୟ ହାସଲ କରିଛି ।ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ୍‌ର ୨୧ତମ…

ଆଇପିଏଲ ୨୦୨୧: ଟସ ଜିତି ଚେନ୍ନାଇର ବୋଲିଂ ନିଷ୍ପତ୍ତି

ମୁମ୍ବାଇ: ଆଜିର ଆଇପିଏଲ ମ୍ୟାଚରେ ମୁହାଁମୁହିଁ ହେବେ ଚେନ୍ନାଇ ସୁପର କିଙ୍ଗସ ଓ ପଞ୍ଜାବ କିଙ୍ଗସ । ଏହି ମ୍ୟାଚରେ ଟସ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି ଚେନ୍ନାଇ । ତେଣୁ ପ୍ରଥମେ ବ୍ୟାଟିଂ କରିବାକୁ ମୈଦାନକୁ ଓହ୍ଲାଇଛି ପଞ୍ଜାବ ଦଳ । ଚେନ୍ନାଇ ନିଜ ପ୍ରଥମ ବିଜୟ ଲକ୍ଷ୍ୟରେ ରହିଥିବା…

ଆଇପିଏଲ ୨୦୨୧: ଦିଲ୍ଲୀ କ୍ୟାପିଟାଲ୍ସର ବ୍ୟାଟିଂ ବିପର୍ଯୟ

ମୁମ୍ବାଇ: ମୁମ୍ବାଇର ଓ୍ବାଙ୍ଖଡ଼େ ଷ୍ଟାଡିୟମଠାରେ ଆଜି ଚଳିତ ଆଇପିଏଲର ୭ମ ମ୍ୟାଚ ରାଜସ୍ଥାନ ରୟାଲ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଉଛି । ଏହି ମ୍ୟାଚରେ ରାଜସ୍ଥାନ ଦଳ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି । ଚଳିତ ଆଇପିଏଲରେ ଦିଲ୍ଲୀ କ୍ୟାପିଟାଲ୍ସ ଏପର୍ୟ୍ୟନ୍ତ…

ଆଇପିଏଲ ମ୍ୟାଚରେ ମୁହାଁମୁହିଁ ହାଇଦ୍ରାବାଦ-ବାଙ୍ଗାଲୋର

ଚେନ୍ନାଇ: ଆଜି ଆଇପିଏଲ ମ୍ୟାଚରେ ମୁହାଁମୁହିଁ ହେଉଛନ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଓ ସନ ରାଇଜର୍ସ ହାଇଦ୍ରାବାଦ । ଏହି ମ୍ୟାଚରେ ଟସ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି ହାଇଦ୍ରାବାଦ ଟିମ । ତେଣୁ ପ୍ରଥମେ ବ୍ୟାଟିଂ କରିବାକୁ ମୈଦାନକୁ ଓହ୍ଲାଇଛି ବାଙ୍ଗାଲୋର ଦଳ । ଉଭୟ ଦଳ ଏହି…