କଟକରେ ITAT ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
କଟକ() କଟକରେ ଆୟକର ବିଭାଗର ଅଭିଯୋଗ ଟ୍ରିବ୍ୟୁନାଲ ଆଜି ଉଦଘାଟିତ ହୋଇଯାଇଛି । ଭିଡିଓ କନଫରେନ୍ସିଂ ଜରିଆରେ ଏହାର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ୨ କେନ୍ଦ୍ର ମନ୍ତ୍ରୀ ରବି ଶଙ୍କର ପ୍ରସାଦ ଓ ଧର୍ମେନ୍ଦ୍ର ପ୍ରଧାନ ଏଥିରେ ସାମିଲ ହୋଇଥିଲେ । ଏହା ସହ ମୁଖ୍ୟମନ୍ତ୍ରୀ…