ଆସନ୍ତା ୬ରୁ ରାଜ୍ୟରେ ଖୋଲିବ ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ
ଭୁବନେଶ୍ୱର: ଚଳିତ ମାସ ୬ ତାରିଖରୁ ରାଜ୍ୟର ସବୁ ବୈଷୟିକ ଶିକ୍ଷାନୁଷ୍ଠାନ ଖୋଲିବ ବୋଲି ଆଜି ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ଯୁଗ୍ମ ସଚିବ ଅଜୟ ନାୟକ ସୂଚନା ଦେଇଛନ୍ତି । ଏନେଇ ସେ ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନକୁ ଚିଠି ଲେଖିବା ସହିତ ଏସ୍ଓପି ଜାରି କରିଛନ୍ତି । କରୋନ!-->…