Odia News Portal
Browsing Tag

jagannath temple sanitization

ସଂକ୍ରମଣ ରୋକିବାକୁ ଶ୍ରୀମନ୍ଦିରର ନୂଆ ଏସଓପି

ପୁରୀ: ରାଜ୍ୟରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପାଇଁ ନୂଆ ଏସଓପି ଆଣିଛି ମନ୍ଦିର ପ୍ରଶାସନ । ଏଣିକି ପ୍ରତି ରବିବାର ଶ୍ରୀମନ୍ଦିର ବନ୍ଦ ରହିବା ସହିତ ଏହିଦିନ ସମ୍ପୂର୍ଣ୍ଣ ମନ୍ଦିରକୁ ସାନିଟାଇଜ କରିବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି । ତେବେ ରବିବାର…