Odia News Portal
Browsing Tag

jagar jatra

ଜାଗର ଯାତ୍ରା ହେଲା ଶେଷ ଯାତ୍ରା

ଜାଗର ଯାତ୍ରା ହେଲା ଶେଷ ଯାତ୍ରା । ଯାଜପୁର ଜିଲ୍ଲା ଚଣ୍ଡିଖୋଲର ପ୍ରସିଦ୍ଧ ଶୈବପୀଠ ମହାବିନାୟକଙ୍କ ଦର୍ଶନ ପାଇଁ ଆସୁଥିବା ବେଳେ ଦମ୍ପତି ଦୁର୍ଘଟଣାଗ୍ରସ୍ତ । ଯାହାଫଳରେ ଘଟଣାସ୍ଥଳରେ ହିଁ ନବବିବାହିତା ମହିଳାଙ୍କ ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ, ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା…

ମହାଶିବରାତ୍ରୀ ଉପଲକ୍ଷେ ବିଭିନ୍ନ ଶିବ ମନ୍ଦିରରେ ଭିଡ, ଶ୍ରୀ ଲିଙ୍ଗରାଜ ମନ୍ଦିରରେ ରାତି ୧୦ରେ ଉଠିବ ମହାଦୀପ

ଆଜି ପବିତ୍ର ମହାଶିବରାତ୍ରି। ଜାଗର ପାଇଁ ସକାଳୁ ସକାଳୁ ବିଭିନ୍ନ ଶିବ ମନ୍ଦିରରେ ଓ ଶୈବପୀଠରେ ଶ୍ରଦ୍ଧାଳୁମାନଙ୍କର ଭିଡ଼ ଲାଗିଛି । ଭୁବନେଶ୍ୱରର ଶ୍ରୀ ଲିଙ୍ଗରାଜ ମନ୍ଦିରରେ କୋଭିଡ୍ କଟକଣା ଭିତରେ ଶ୍ରଦ୍ଧାଳୁମାନେ ଦର୍ଶନ କରୁଛନ୍ତି। ଆଜି ରାତି ୧୦ ଟାରେ ଉଠିବ ପ୍ରଭୁ ଲିଙ୍ଗରାଜଙ୍କ…

ଚଳଚଞ୍ଚଳ ବାବା କପିଳାଶଙ୍କ ପୀଠ

ଆଜି ପବିତ୍ର ମହାଶିବରାତ୍ରୀ। ଚଳଚଞ୍ଚଳ ବାବା କପିଳାଶଙ୍କ ପୀଠ। ସକାଳୁ ସକାଳୁ ବାବାଙ୍କ ଦର୍ଶନ ପାଇଁ ପୀଠରେ ଭିଡ଼ ଜମିଛି। ଭୋର ୪ଟା୨୦ରେ ଉଠିବ ମହାଦୀପ । ନୀତିକାନ୍ତି ଅନୁସାରେ ବାବାଙ୍କ ପୂଜାର୍ଚ୍ଚନା ଚାଲିଛି। ତେବେ କରୋନା କଟକଣା କାରଣରୁ ଜିଲ୍ଲା ବାହାର ଶ୍ରଦ୍ଧାଳୁଙ୍କ ଦର୍ଶନକୁ…