ଜଲଦ ତ୍ରିପାଠୀ ହେଲେ ରାଜ୍ୟର ମୁଖ୍ୟ ସୂଚନା କମିଶନର
ଭୁବନେଶ୍ୱର: ଜଳଦ ତ୍ରିପାଠୀଙ୍କୁ ରାଜ୍ୟର ନୂଆ ମୁଖ୍ୟ ସୂଚନା କମିଶନର ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟପାଳ । ଆଜି ଏ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରାଯାଇଛି । ତାମିଲନାଡୁର ପୂର୍ବତନ ଡିଜି ଜଳଦ ତ୍ରିପାଠୀ, ସୁନୀଲ କୁମାର ମିଶ୍ରଙ୍କ ସ୍ଥାନ ନେଇଛନ୍ତି । ସୁନୀଲ କୁମାର ମିଶ୍ର ସିଆଇସି!-->…