ଜୟୀ ରାଜଗୁରୁଙ୍କ ସ୍ମୃତି ରକ୍ଷା ପାଇଁ ବିରୋଧୀ ଦଳ ନେତାଙ୍କ ଦାବି
ଭୁବନେଶ୍ବର () ଭୁବନେଶ୍ବର ବାଣିବିହାର ଛକରୁ ରାଜମହଲ ଛକ, ଯାହାକୁ ଏବେ ଜନପଥ ବୋଲି କୁହାଯାଉଛି ତାହାକୁ ଜୟୀ ରାଜଗୁରୁଙ୍କ ନାମରେ ନାମିତ କରାଯାଇ “ଜୟୀ ରାଜଗୁରୁ ଜନପଥ” କରାଯାଉ ବୋଲି ଦାବି କରିଛନ୍ତି ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ । ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଏହି ଦାବି…
