ଜାନୁଆରୀ ଦ୍ୱିତୀୟ ସପ୍ତାହ ସୁଦ୍ଧା ରାଜ୍ୟର ସମସ୍ତ ସ୍କୁଲ କଲେଜ ବନ୍ଦ
ଭୁବନେଶ୍ୱର:ରାଜ୍ୟର ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ ଗୁଡ଼ିକୁ ଆସନ୍ତା ୧୦ ତାରିଖରେ ବନ୍ଦ ଘୋଷଣା କରାଯାଇଛି । ଜାନୁୟାରୀ ୧୦ରୁ ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ ବନ୍ଦ ରହିବ। କେବଳ ମେଡିକାଲ ଏବଂ ନର୍ସିଂ କଲେଜଗୁଡ଼ିକୁ ଏଥିରୁ ବାଦ ଦିଆଯାଇଛି। ଅନ୍ୟ ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକ!-->…
