Odia News Portal
Browsing Tag

jarda

ଯାଜପୁରରେ ନକଲି ଜର୍ଦ୍ଦା କାରଖାନାରେ ଚଢ଼ାଉ

ଯାଜପୁର: ଛତିଆ ବିଦ୍ୟାଧରପୁରରେ ଚାଲିଥିବା ଏକ ନକଲି ଜର୍ଦ୍ଦା କାରଖାନା ଉପରେ ରବିବାର ଅଚାନକ ଚଢାଉ ହୋଇଛି। ଏଥିରେ ବିପୁଳ ପରିମାଣରେ ନକଲି ଜର୍ଦ୍ଦା ଜବତ ହେବା ସହ ୨ ଜଣଙ୍କୁ ଅଟକ ରଖାଯାଇଛି। ଖବରପାଇ ସ୍ପେସିଆଲ ସ୍କ୍ବାଡ ଉକ୍ତ ନକଲି ଜର୍ଦ୍ଦା କାରଖାନାରେ ଚଢାଉ କରିଥିଲେ। ଏହା ସହିତ ୨…

କଟକରୁ ପୁଣି ନକଲି ଜର୍ଦ୍ଦା ଜବତ

କଟକ: ପୁଣି ନକଲି ଜର୍ଦ୍ଦା ଜବତ । ନକଲି ଜର୍ଦ୍ଦା ସହ ଗୁଟଖା ଓ ସତାବରୀ ଜବତ କରିଛି ପୋଲିସ । ମାଲଗୋଦାମ ଅଞ୍ଚଳରୁ ବିପୁଳ ପରିମାଣର ନକଲି ଜର୍ଦ୍ଦା ଜବତ କରିଛି ପୋଲିସ । ସୂଚନା ଅନୁଯାୟୀ, 2ଦିନ ହେଲା ଏହି ଗୋଦାମ ଉପରେ ନଜର ରଖିଥିଲା ମାଲଗୋଦାମ ଥାନା ପୋଲିସ । କିଛି ରାସାୟନିକ ପଦାର୍ଥ…