Odia News Portal
Browsing Tag

jawad

ଆଜିଠୁ ବଦଳିବ ପାଗ

ବାତ୍ୟା ଦୁର୍ବଳ ହୋଇ ପଶ୍ଚିମବଙ୍ଗ ଆଡକୁ ଚାଲି ଯାଇଛି । ଏହାର ପ୍ରଭାବରେ ଉପକୂଳ ଓଡିଶାରେ ପାଗ ମେଘୁଆ ରହିଛି । ଉତ୍ତର ଓ ଉପକୂଳ ଓଡିଶାର କେତେକ ସ୍ଥାନରେ ବର୍ଷା ହେବ ବୋଲି ମଧ୍ୟ ପାଣିପାଗ ବିଭାଗ ଆକଳନ କରିଛନ୍ତି । ଏହା ସହ ଆସନ୍ତା କାଲିଠୁ ପାଗରେ ପରିବର୍ତ୍ତନ ଆସିବ ଏବଂ ଶୀତ ଆରମ୍ଭ…

ପୁରୀ ଠାରୁ ୭୦ କିଲୋମିଟର ଦୂରରେ ଜୱାଦ

ପୁରୀ ପାଖ ଦେଇ ପଶ୍ଚିମବଙ୍ଗକୁ ଚାଲିଯିବ ‘ଜୱାଦ୍’ । ସମୁଦ୍ର ଭିତରେ ଧିରେ ଧିରେ ଦୁର୍ବଳ ହେଉଛି ଜୱାଦ । ଆଗାମୀ ୩ ଘଣ୍ଟାରେ ଅବପାତର ରୂପ ନେବ ଜୱାଦ । ଓଡ଼ିଶା ଉପକୂଳ ଦେଇ ଉତର ଓ ଉତର ପୂର୍ବ ଦିଗରେ ପଶ୍ଚିମବଙ୍ଗ ଆଡ଼କୁ ପଳାଇବା ସମ୍ଭାବନା ରହିଛି । ଏବେ ପୁରୀ ଠାରୁ ୭୦ କିଲୋମିଟର ଦୂରରେ…

ବର୍ଷା ପାଇଁ ଚିନ୍ତାରେ ଚାଷୀ

ବାତ୍ୟା ନୁହେଁ ଏବେ ବର୍ଷା ଟେନସନ । ଚାଷୀଙ୍କ ଦୁଃଖ ଏବେ ଦୁଇଗୁଣା ହେଲାଣି । ପ୍ରଥମେ ବିଳମ୍ବିତ ମୌସୁମୀ ବର୍ଷା ପରେ ପୁଣି ପୋକ ଦାଉରୁ ଚାଷକୁ ବଞ୍ଚାଇବାର ଆପ୍ରାଣ ଉଦ୍ୟମ । କିନ୍ତୁ ଏବେ ପାଣିରେ ପଡିଲା ବର୍ଷକର କ୍ଷେତ । ବାତ୍ୟା ତ ଗଲା କିନ୍ତୁ ବର୍ଷା ବର୍ଷକର ପରିଶ୍ରମକୁ ପାଣିରେ ଭସାଇ…

ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଜୱାଦ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ୯ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରୀ କରିଛି ପାଣିପାଗ ବିଭାଗ । ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର , କେନ୍ଦ୍ରାପଡା , ଯାଜପୁର, ବାଲେଶ୍ୱର ଓ ମୟୁରଭଞ୍ଜ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହି…

ରବିବାର ମଧ୍ୟାନ ସୁଦ୍ଧା ପୁରୀରେ ପହଞ୍ଚିବ ଜୱାଦ

ଉତ୍ତର ଦିଗରେ ଗତି କରୁଛି ବାତ୍ୟା ଜୱାଦ । ୧୨ ଘଣ୍ଟା ପର୍ଯ୍ୟନ୍ତ ଉତ୍ତର ଦିଗରେ ଗତି କରି ଦୁର୍ବଳ ହେବ ବୋଲି କହିଛନ୍ତି ଆଞ୍ଚଳିକ ପାଣିବାଗ ବିଭାଗ । ରବିବାର ମଧ୍ୟାହ୍ନ ସୁଦ୍ଧା ପୁରୀରେ ପହଞ୍ଚିବ ବାତ୍ୟା। ପୁରୀରେ ପହଞ୍ଚିବା ପରେ କ୍ରମେ ଆହୁରି ଦୁର୍ବଳ ହେବ ‘ଜଓ୍ବାଦ’। ସେହି ସମୟରେ ପବନର…

ପବନ କମିବ ବର୍ଷା ହେବ

ବାତ୍ୟା ଦୁର୍ବଳ ହେଉଥିଲେ ବି ଏହାର ପ୍ରଭାବରେ କିନ୍ତୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ଆଜି ଦକ୍ଷିଣ ଓଡିଶା ଓ ଉପକୂଳ ଓଡିଶାର ବିଭିନ୍ନ ଅଂଚଳରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ଉପକୂଳ ଓଡିଶା , ଉତରଓଡିଶାର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ତେବେ ପବନର…