Odia News Portal
Browsing Tag

join

୬ଜଣ ବରିଷ୍ଟ ପର୍ଯ୍ୟବେକ୍ଷକଙ୍କ ଜିଲ୍ଲା ଦାୟିତ୍ୱ ଦେଲେ ବିଜେଡ଼ି ସୁପ୍ରିମୋ

ଭୁବନେଶ୍ୱର: ଆସୁଛି ପଞ୍ଚାୟତ ନିର୍ବାଚନ । ଏହାପୂର୍ବରୁ ୩୦ଟି ଯାକ ଜିଲ୍ଲା ଲାଗି ପ୍ରଭାରୀ ନିଯୁକ୍ତି କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ ୬ଜଣ ବରିଷ୍ଟ ପର୍ଯ୍ୟବେକ୍ଷକଙ୍କୁ ଜିଲ୍ଲା ଦାୟିତ୍ୱ ଦେଇଛନ୍ତି ନବୀନ । ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, କୋରାପୁଟ…

ଟିଏମସିରେ ଯୋଗ ଦେଲେ ମୁକୁଲ

କୋଲକାତା: ବିଜେପି ଛାଡ଼ି ଟିଏମସିରେ ଯୋଗ ଦେଲେ ମୁକୁଲ ରାୟ । ଆଜି କୋଲକାତାର ଟିଏମସି କାର୍ଯ୍ୟାଳୟରେ ଟିଏମସି ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ସାଂସଦ ଅଭିଶେକ ବାନାର୍ଜୀଙ୍କ ଉପସ୍ଥିତିରେ ଦଳରେ ସାମିଲ ହୋଇଛନ୍ତି । ମୁକୁଲଙ୍କ ସହ ତାଙ୍କ ପୁଅ ମଧ୍ୟ ଦଳରେ ସାମିଲ ହୋଇଛନ୍ତି ।…

ବିଜେପିରେ ଯୋଗଦେଲେ ଜିତିନ୍ ପ୍ରସାଦ

ନୂଆଦିଲ୍ଲୀ: ବିଜେପିରେ ଯୋଗ ଦେଲେ କଂଗ୍ରେସ ନେତା ଜିତେନ୍ ପ୍ରସାଦ । ଆଜି ଦିଲ୍ଲୀ ବିଜେପି କାର୍ଯ୍ୟାଳୟରେ ବିଜେପିରେ ସାମିଲ ହୋଇଛି । କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋଏଲ ଆଜି ଜିତୀନ ପ୍ରସାଦଙ୍କୁ ବିଜେପିରେ ସାମିଲ କରାଇଛନ୍ତି । ବିଜେପିରେ ସାମିଲ ହେବା ପୂର୍ବରୁ ତୀନ ପ୍ରସାଦ କେନ୍ଦ୍ର…