Odia News Portal
Browsing Tag

journalist attack

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ

ବିଞ୍ଝାରପୁର ବ୍ଲକ୍ ବାଚ୍ଛଳ ପଞ୍ଚାୟତରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ । ୨୦ ଜଣଙ୍କୁ ସହଯୋଗୀଙ୍କୁ ଅଟକ ରଖାଯାଇଥିବା ବେଳେ ତାଙ୍କୁ ପଚରାଉଚରା ଜାରି ରହିଛି । ସେମାନଙ୍କ ମଧ୍ୟରୁ ୧୧ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି । ଏମାନଙ୍କ ମଧ୍ୟରେ ୬ ଜଣ…

ଗଣମାଧ୍ୟମ ପ୍ରତିନିଧିଙ୍କୁ ଆକ୍ରମଣ ଘଟଣା: ନିର୍ବାଚନ କମିଶନଙ୍କୁ ଭେଟିଲେ ସାମ୍ବାଦିକ ପ୍ରତିନିଧି ଦଳ, ଦୃଢ଼…

ଯାଜପୁର ବିଞ୍ଝାରପୁରରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ନିର୍ବାଚନ କମିଶନଙ୍କୁ ଭେଟିଛନ୍ତି ସାମ୍ବାଦିକ ପ୍ରତିନିଧି ଦଳ। ଗଣମାଧ୍ୟମର ସମ୍ପାଦକ ଓ ସାମ୍ବାଦିକମାନେ ରାଜ୍ୟ ନିର୍ବାଚନ କମିଶନରଙ୍କୁ ଭେଟି ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏଥିସହ ଆକ୍ରମଣକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ…

ନିର୍ବାଚନ ଖବର ସଂଗ୍ରହ ବେଳେ ୪ ସାମ୍ବାଦିକଙ୍କୁ ଆକ୍ରମଣ

କଣାସ ବ୍ଲକରେ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ଭୋଟ ଗ୍ରହଣ ଚାଲିଥିବାବେଳେ ବଡ଼ାଲ ପଞ୍ଚାୟତ ୫,୭ ଓ ୮ ନଂ ବୁଥ୍କୁ ରିଗିଂ କରିବାକୁ ଉଦ୍ୟମ କରୁଥିବାବେଳେ ଉଭୟ ପକ୍ଷ ମୁହାଁ ମୁହିଁ ହୋଇଥିଲେ । ଏହି ସମୟରେ ଖବର ସଂଗ୍ରହ କରିବାକୁ ଯାଇଥିବା ବୈଦ୍ୟୁତିକ ଗଣମାଧ୍ୟମ ପ୍ରତିନିଧିଙ୍କୁ…

ଖବର ସଂଗ୍ରହ କରିବାକୁ ଯାଇଥିବା ସାମ୍ବାଦିକଙ୍କୁ ଆକ୍ରମଣ

ପରୀକ୍ଷା କେନ୍ଦ୍ରରେ କପିକୁ ନେଇ ଉତେଜନା ବେଳେ ସାମ୍ବାଦିକଙ୍କୁ ଆକ୍ରମଣ । ପରୀକ୍ଷା କେନ୍ଦ୍ରରେ କପି ଯୋଗାଇଦେବାକୁ ଶିକ୍ଷକ ଛାତଛାତ୍ରୀଙ୍କ ଠାରୁ ପଇସା ନେଇଥିଲେ । କିନ୍ତୁ ସିସିଟିଭି ଲାଗିଥିବାରୁ ଶିକ୍ଷକ ଜଣକ କପି ଯୋଗାଇପାରିନଥିଲେ । ଫଳରେ ସ୍କୁଲରେ ଅଭିଭାବକ ମାନେ ପହଚିଂ ପାଟିତୁଣ୍ଡ…

ସାମ୍ବାଦିକାଙ୍କୁ ଆକ୍ରମଣ ଘଟଣାରେ ୨ ଗିରଫ

ଭୁବନେଶ୍ୱର() ମହିଳା ସାମ୍ବାଦିକାଙ୍କୁ ଆକ୍ରମଣ ଘଟଣାରେ କାର୍ୟ୍ୟାନୁଷ୍ଠାନ ହୋଇଛି । ଏସପ୍ଲାନେଡ ମଲର ଦୁଇଜଣ ସୁରକ୍ଷା କର୍ମୀଙ୍କୁ ଗିରଫ କରିଛି ପୋଲିସ । ଏହି ଦୁଇଜଣ ମୁଖ୍ୟ ଅଭିଯୁକ୍ତ ବୋଲି ପୋଲିସ କହିଛି । ଏସପ୍ଲାନେଡ ମଲ ସାମ୍ନାରେ ଧାରଣରେ ଥିବା ସାମ୍ବାଦିକଙ୍କ ସହ ଆଲୋଚନା କରିଛନ୍ତି…