Odia News Portal
Browsing Tag

K patra

ପୂର୍ବତନ ସାଂସଦ ଡ. କାର୍ତ୍ତିକେଶ୍ବର ପାତ୍ରଙ୍କ ପରଲୋକ

ଭୋଗରାଇ () ବାଲେଶ୍ବରର ପୂର୍ବତନ ସାଂସଦ ତଥା ଭୋଗରାଇ ପୂର୍ବତନ ବିଧାୟକ ତଥା ସୁଲେଖକ ଡ. କାର୍ତ୍ତିକେଶ୍ବର ପାତ୍ରଙ୍କ ପରଲୋକ ହୋଇଛି । ଅସୁସ୍ଥତା ଯୋଗୁଁ ଚିକିତ୍ସା ପାଇଁ ତାଙ୍କୁ ଆମ୍ବୁଲାନ୍ସରେ ଭୁବନେଶ୍ବର ନିଆ ଯାଉଥିବାବେଳେ ରାତି ୧୨ଟା ୪୦ ମିନିଟରେ ଭଦ୍ରକ ନିକଟରେ ସେ ଶେଷ ନିଶ୍ବାସ…