ଆଫଗାନିସ୍ତାନରେ ପାକ୍ର ଏୟାର୍ ଷ୍ଟ୍ରାଇକ୍
କାବୁଲରେ ଥିବା ତେହେରିକ୍-ଏ-ତାଲିବାନ ପାକିସ୍ତାନ (ଟିଟିପି) ଶିବିରକୁ ଟାର୍ଗେଟ୍ କରି ପାକିସ୍ତାନ ସୀମାପାର ଅଭିଯାନ ଚଳାଇଥିବା ବେଳେ ଗତରାତିରେ କାବୁଲର କେତେକ ସ୍ଥାନରେ ପ୍ରଚଣ୍ଡ ବିସ୍ଫୋରଣ ଘଟିଥିଲା। ଏହି ଆକ୍ରମଣର ସମୟ ତାଲିବାନ ବୈଦେଶିକ ମନ୍ତ୍ରୀ ଅମୀର୍ ଖାନ ମୁତ୍ତାକିଙ୍କ ପ୍ରଥମ ଭାରତ…