ଅଯୋଗ୍ୟ ହିତାଧିକାରୀଙ୍କ ସଂଖ୍ୟା ଏକ ପ୍ରତିଶତରୁ କମ୍
ଭୁବନେଶ୍ବର () କାଳିଆ ଯୋଜନାର ଅଯୋଗ୍ୟ ହିତାଧିକାରୀଙ୍କ ସଂଖ୍ୟାକୁ ନେଇ ହଟଚମଟ ଚାଲିଥିବାବେଳେ ବାସ୍ତବରେ ଏମାନଙ୍କ ସଂଖ୍ୟା ଏକ ପ୍ରତିଶତରୁ କମ୍ ରହିଛି ଓ ସହଜରେ ସେମାନଙ୍କ ଠାରୁ ସହାୟତା ରାଶି ଫେରାଇ ଅଣାଯିବ । ପ୍ରଥମ ପର୍ଯ୍ୟାୟରେ ୫୧ଲକ୍ଷ ୫ହଜାର ଚାଷୀ ସହାୟତା ପାଇଥିବାବେଳେ ଏମାନଙ୍କ…