କଟକରେ କାଳୀପୂଜା କଟକଣା
କଟକ() କଟକରେ ଦୁର୍ଗା ପୂଜା ଭଳି କାଳୀ ପୂଜା ଆୟୋଜିତ ହେବ । କଟକରେ କାଳୀ ପୂଜାକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ଡିସିପି ପ୍ରତୀକ ସିଂ । କାଳୀ ପୂଜା ସମୟରେ 15 ପ୍ଲାଟୁନ୍ ପୋଲିସ ଫୋର୍ସ ସହ 50 ଅଫିସର ମୁତୟନ ହେବେ । ସେହିପରି ମୂର୍ତ୍ତି ବିସର୍ଜନ ପାଇଁ 11ଟି ଅବସ୍ଥାୟୀ…