Odia News Portal
Browsing Tag

kandhamal district

ଲାଲବାହିନୀର ବର୍ବରକାଣ୍ଡ, ଇନଫର୍ମର ସନ୍ଦେହରେ ହତ୍ୟା

କନ୍ଧମାଳ: ମାଓବାଦୀଙ୍କ ବର୍ବର କାଣ୍ଡ । ପୋଲିସ ଇନଫର୍ମ ସନ୍ଦେହରେ ୨ ଯୁବକଙ୍କ ହାତଗୋଡ଼ ବାନ୍ଧି ହତ୍ୟା କଲେ ମାଓବାଦୀ । କନ୍ଧମାଳ ଜିଲ୍ଲା ବେଲଘର ଥାନା ଅଞ୍ଚଳରେ ବିଳମ୍ବିତ ରାତିରେ ୨ ଜଣଙ୍କୁ ଘରୁ ଡାକିନେଇ ହତ୍ୟା କରି ଫୋପାଡ଼ି ଦେଇଛନ୍ତି ନକ୍ସଲ । ମୃତକଦ୍ୱୟ ହେଲେ ଭବାନି ପାତ୍ର ଓ ହେମନ୍ତ…

ଜଳିଗଲା ବସ୍ , ସୁରକ୍ଷିତ ଯାତ୍ରୀ

କନ୍ଧମାଳ: ଚଳନ୍ତା ବସରେ ନିଆଁ । ଅଳ୍ପକେ ବର୍ତ୍ତିଲେ ବସରେ ବସିଥିବା ଯାତ୍ରୀ । ରାସ୍ତାରେ ହୁତୁହୁତୁ ହୋଇ ଜଳିଗଲା ଯାତ୍ରୀବାହୀ ବସ୍ । କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ଛକଠାରେ ଥିବା ବସରେ ନିଆଁ ଲାଗି ଯାଇଥିଲା । ରୁଦ୍ରକାଳୀ ନାମକ ଏକ ଘରୋଇ ବସ ଏ ରାମପୁର ଠାରୁ ଭଞ୍ଜନଗର ଅଭିମୁଖେ ଯିବା…