Odia News Portal
Browsing Tag

Kandhamal

କନ୍ଧମାଳରେ ମାଓ ତାଣ୍ଡବ

କନ୍ଧମାଳ:କିଛିଦିନର ବ୍ୟବଧାନ ପରେ ପୁଣିଥରେ କନ୍ଧମାଳରେ ମାଓତାଣ୍ଡବ। କନ୍ଧମାଳ ଜିଲ୍ଲା ତୁମଡ଼ିବନ୍ଧ ବ୍ଳକ ଭଣ୍ଡରଙ୍ଗୀ ପଂଚାୟତରେ ମାଓବାଦୀମାନେ ଦୁଇଜଣଙ୍କ ଗଳାକାଟି ହତ୍ୟା କରିଛନ୍ତି। ହେଉଁଥିବାପାଇଁ ଭୟଭିତ ଅଛନ୍ତି ଅଞ୍ଚଳବାସୀ। ପଞ୍ଚାୟତ ନିର୍ବାଚନ କାରଣରୁ ଏଭଳି କାଣ୍ଡ ଘଟିଥିବା…

ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ

କନ୍ଧମାଳରେ ଘଟିଛି ଏକ ଲଜ୍ଜାଜନକ ଘଟଣା । ଘରେ ଶୋଇଥିବା ବେଳେ ନାବାଳିକାକୁ ଘରୁ ଉଠାଇ ନେଇ ଏକ ନିଛାଟିଆ ଜାଗାରେ ବନ୍ଦୀ କରି ରଖି ୩ ଦିନ ଧରି ଗଣଦୁଷ୍କର୍ମ ଅଭିଯୋଗ । ଏଭଳି ଏକ ଲଜ୍ଜାଜନକ ଘଟଣା ଘଟିଛି କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନା ଅଞ୍ଚଳରେ ।ସୂଚନା ଅନୂସାରେ ଏହି ଅଞ୍ଚଳର ଜଣେ ନବମ…

ଭିଜିଲାନ୍ସ ଜାଲରେ ଫରେଷ୍ଟ ରେଞ୍ଜ ଅଫିସର

କନ୍ଧମାଳ : ଭିଜିଲାନ୍ସ ଜାଲରେ ଫରେଷ୍ଟ ରେଞ୍ଜ ଅଫିସର । କନ୍ଧମାଳ ଜିଲ୍ଲା କେ.ନୂଆଗାଁ ଫରେଷ୍ଟ ରେଞ୍ଜ ଅଫିସର ବୈରାଗୀ ଚରଣ ବେହେରାଙ୍କ ଘରେ ଭିଜିଲାନ୍ସ ଟିମ୍ ଚଢାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ ହୋଇଛି। ବୈରାଗୀ ଚରଣ ବେହେରାଙ୍କ କେ.ନୂଆଗାଁ ସ୍ଥିତ କାର୍ୟ୍ୟାଳୟ,…

କନ୍ଧମାଳକୁ ପୁଣି ଫେରିଛି ଶୀତ

କନ୍ଧମାଳକୁ ପୁଣି ଫେରିଛି ଶୀତ । ଦୁଇ ଦିନ ହେବ କନ୍ଧମାଳରେ ଶୀତର ଲହରୀ ଲାଗି ରହିଛି । ବିଭିନ୍ନ ଅଂଚଳରେ ଏବେ ଶୀତ ବଢିବାକୁ ଲାଗିଲାଣି । ସକାଳ ୯ ଟା ବେଳକୁ ମଧ୍ୟ ଘନ କୁହୁଡିରେ ଘୋଡାଇ ହୋଇ ରହୁଛି ସାରା ସହର । ଘନ କୁହୁଡି ପାଇଁ ଯାନବାହନ ଚଳାଚଳରେ ବାଧା ସୃଷ୍ଟି ହେଉଛି । ସେପଟେ ନିଜକୁ…

କନ୍ଧମାଳରେ ନିର୍ମାଣ ହେବ ମେଡିକାଲ କଲେଜ

କନ୍ଧମାଳ: କନ୍ଧମାଳରେ ହେବ ମେଡ଼ିକାଲ କଲେଜ । 5ଶହ ଶଯ୍ୟାବିଶିଷ୍ଟ ମେଡିକାଲ୍ କଲେଜ ଓ ହସପିଟାଲ କାମ ଶୀଘ୍ର ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗୋଟେପଟେ ସ୍ମାର୍ଟ ସ୍ୱାସ୍ଥ୍ୟ କାର୍ଡ ବିତରଣ କାର୍ଯ୍ୟକ୍ରମ ଜାରି ରହିଛି ଅନ୍ୟପଟେ ଜିଲ୍ଲାରେ…

କନ୍ଧମାଳରେ ସ୍ମାର୍ଟକାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଫୁଲବାଣୀ: କନ୍ଧମାଳ ଲେଖିଲା ବିକାଶ ନୂଆ କାହାଣୀ । ସ୍ମାର୍ଟ ସ୍ବାସ୍ଥ୍ୟସେବାରେ ଯୋଡ଼ି ହୋଇଛି କନ୍ଧମାଳ ଜିଲ୍ଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଫୁଲବାଣୀ ଗସ୍ତ କରିବା ସହ କନ୍ଧମାଳ ଜିଲ୍ଲାରେ BSKY ସ୍ମାର୍ଟକାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ୧ ଲକ୍ଷ ୬୭ ହଜାର…

ଆଜି କନ୍ଧମାଳ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି କନ୍ଧମାଳ ଜିଲ୍ଲା ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଦିବାସୀବହୁଳ, ପାହାଡ଼ ଓ ଜଙ୍ଗଲରେ ଭରା ଅନେକ ଦୁର୍ଗମ ଅଞ୍ଚଳ ଥିବା ଏହି ଜିଲ୍ଲାର ବାସିନ୍ଦା ଯେଭଳି ସହଜରେ ସୁଲଭ ଓ ଉନ୍ନତ ସ୍ୱାସ୍ଥ୍ୟ ସେବା ପାଇପାରିବେ ସେଥିପାଇଁ ସେମାନଙ୍କୁ ମୁଖ୍ୟମନ୍ତ୍ରୀ…

ଆସନ୍ତାକାଲି କନ୍ଧମାଳ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

କନ୍ଧମାଳ : ଆସନ୍ତାକାଲି କନ୍ଧମାଳ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜିଲ୍ଲାବାସୀଙ୍କୁ ବିଏସକେୱାଇ ଯୋଜନାରେ ସ୍ମାର୍ଟକାର୍ଡ ବଣ୍ଟନ କରିବେ। ସକାଳ ୧୧ଟାରେ କନ୍ଧମାଳ ଷ୍ଟାଡିୟମରେ ପହଞ୍ଚି ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମରେ ଯୋଗଦେବେ। ଏକଲକ୍ଷ ୬୫ହଜାର ୯୭ ଜଣଙ୍କୁ BSKY…

ମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ

କନ୍ଧମାଳ: ଚାରିଦିନିଆ କନ୍ଧମାଳ ଗସ୍ତରେ ଥିବାବେଳେ ପଂଚାୟତ ରାଜ ମନ୍ତ୍ରୀ ପ୍ରତାପ ଜେନାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର । ଜ୍ୱର ଓ ଉଚ୍ଚ ରକ୍ତଚାପ ରେ ପୀଡିତ ହୋଇଥିବାରୁ ଗସ୍ତ କାର୍ଯ୍ୟକ୍ରମକୁ ଅଧାରୁ ବାତିଲ କରାଯାଇଛି । ମନ୍ତ୍ରୀ ପ୍ରତାପ ଜେନା ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଥିବାର…

ଦଶହରାରେ କନ୍ଧମାଳବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି

ଭୁବନେଶ୍ୱର: ନିଆରା ପଦକ୍ଷେପ ଏବଂ ନୂଆ ଯୋଜନା ଲାଗି ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ କରି ମଧ୍ୟ ସଭିଙ୍କ ପ୍ରିୟ ହୋଇଛନ୍ତି ନବୀନ । ଶାରଦୀୟ ପୂଜା ଅବସରରେ କନ୍ଧମାଳବାସୀଙ୍କୁ ପୁଣି ଥରେ ଭେଟି ଦେଲେ ମୁଖ୍ୟମନ୍ତ୍ରୀ…