ମୋଦିଙ୍କ ସହ ଡିନର୍ କରିବାକୁ ଚାହୁଁଛନ୍ତି ଏହି ଅଭିନେତ୍ରୀ
ନୂଆଦିଲ୍ଲୀ() ନରେନ୍ଦ୍ର ମୋଦି ଦ୍ୱିତୀୟଥର ପ୍ରଧାନମନ୍ତ୍ରୀ ହୋଇଛନ୍ତି। ୨୦୧୪ ରେ ପ୍ରଧାନମନ୍ତ୍ରୀ ହେବା ଦିନଠାରୁ ମୋଦିଙ୍କ ଲୋକପ୍ରିୟତା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି।ବଲିଉଡ୍ କୁଇନ୍ କ୍ୟାଟ୍ରିନା କୈଫ୍ ମଧ୍ୟ ମୋଦିଙ୍କ ଦିୱାନୀ ହୋଇ ଯାଇଛନ୍ତି। ମୋଦିଙ୍କ ବ୍ୟକ୍ତିତ୍ୱରେ…