ଶୀତକାଳ ପାଇଁ ବନ୍ଦ ହେଲା କେଦାରନାଥ କପାଟ, ୬ ମାସ ପାଇଁ ଦର୍ଶନ ବନ୍ଦ
କେଦାରନାଥ ମନ୍ଦିର କପାଟ ଶୀତକାଳ ପାଇଁ ବନ୍ଦ କରିଦିଆଯାଇଛି । ଆଜିଠାରୁ ୬ ମାସ ଯାଏଁ କପାଟ ବନ୍ଦ ରହିଛି । ଆଜି ସକାଳ ୮.୩୦ରୁ ବନ୍ଦ ରହିଛି କପାଟ । ବନ୍ଦ ହେବା ପୂର୍ବରୁ ଧାମରେ ପ୍ରବଳ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିରହିଥିଲା । ହଜାର ହଜାର ଶ୍ରଦ୍ଧାଳୁ ବାବାଙ୍କ ଦର୍ଶନ କରିଥିଲେ । କପାଟ ବନ୍ଦ…