ବିକାଶ ପାଇଁ ପ୍ରଧାନମନ୍ତ୍ରୀଙ୍କ ଆଶୀର୍ବାଦ ଚାହୁଁଛି: କେଜ୍ରିୱାଲ
ନୂଆଦିଲ୍ଲୀ() ତୃତୀୟ ଥର ପାଇଁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଆପ୍ ମୁଖ୍ୟ ଅରବିନ୍ଦ କେଜ୍ରିୱାଲ । ଆଜି ରାମଲୀଳା ମୈଦାନରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ଏହି ଶପଥ ଗ୍ରହଣ ଉତ୍ସବରେ କେଜ୍ରିୱାଲଙ୍କ ସହ ଆଉ ୬ଜଣ ମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି ।
ଏହି ଅବସରରେ ସେ…