Odia News Portal
Browsing Tag

Kejriwal to take oath as Delhi CM

୧୬ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ କେଜ୍ରିୱାଲ

ନୂଆଦିଲ୍ଲୀ() ଫେବ୍ରୁଆରୀ ୧୬ରେ ତୃତୀୟ ଥର ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଅରବିନ୍ଦ କେଜ୍ରିୱାଲ। ଏନେଇ ଆମ୍ ଆଦ୍ମୀ ପାର୍ଟି ପକ୍ଷରୁ ସୂଚନା ଦିଆଯାଇଛି । ଫେବୃୟାରୀ ୧୬ରେ ରାମଲୀଳା ମଇଦାନରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ କେଜ୍ରିୱାଲ। କେଜ୍ରିୱାଲଙ୍କ ଶପଥ ଗ୍ରହଣ ଉତ୍ସବରେ…