Odia News Portal
Browsing Tag

khelratna

ପ୍ରମୋଦ ଭଗତଙ୍କୁ ଖେଳରତ୍ନ

ଭୁବନେଶ୍ୱର: ଓଡିଶାର ପ୍ରମୋଦ ଭଗତଙ୍କୁ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ସମ୍ମାନ ମିଳିଛି । ରାଷ୍ଟ୍ରପତି ଭବନରେ ସ୍ୱତନ୍ତ୍ର ଉତ୍ସବରେ ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଟୋକିଓ ପାରାଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ପାଇଁ ଖେଳରତ୍ନ ପୁରସ୍କାର ପ୍ରଦାନ କରାଯାଇଛି । ଜାଭଲିନ…

ବଦଳିଲା ‘ଖେଳରତ୍ନ’ ପୁରସ୍କାର ନାମ

ନୂଆଦିଲ୍ଲୀ: ଦେଶର ସର୍ବୋତ୍ତମ ଖେଳରତ୍ନ ପୁରସ୍କାର ରାଜୀବ ଗାନ୍ଧୀ ଖେଳରତ୍ନ ବଦଳରେ ରହିବ ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର । ଆଜି ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଲୋକଙ୍କ ଭାବାବେଗକୁ ସମ୍ମାନ ଜଣାଇ ଏହାକୁ ପରିବର୍ତ୍ତନ କରିଥିବା କହିଛନ୍ତି ମୋଦି ।…