Odia News Portal
Browsing Tag

Khordha district

ଜଟଣୀରେ ଟ୍ରକ ମାଲିକ ମହାସଂଘ ପକ୍ଷରୁ ବିରୋଧ ପ୍ରଦର୍ଶନ

ଜଟଣୀ : ଜଟଣୀସ୍ଥିତ ଭାରତୀୟ ଖାଦ୍ୟ ନିଗମରୁ ବାହାର ଜିଲ୍ଲାର ଟ୍ରକ ଲଗାଇ ମାଲ ପରିବହନକୁ ବିରୋଧ କରିଛି ସ୍ଥାନୀୟ ମା ଜଟିଆଣି ଟ୍ରକ ମାଲିକ ମହାସଂଘ |ମହାସଂଘର ୨୦୦ ଗାଡି ମାଲିକ ଖାଦ୍ୟ ନିଗମ ସାମ୍ନାରେ ବିରୋଧ ପ୍ରଦର୍ଶନ କରିଛନ୍ତି |ବର୍ଷ ବର୍ଷ ଧରି ଟ୍ରକ ମାଲିକ ମହାସଂଘ ମାଲ ପରିବହନ କରି…

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

ଖୋର୍ଦ୍ଧା: ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ । ମୃତ ମହିଳା ଜଣଙ୍କ ଖୋର୍ଦ୍ଧା ଜିଲ୍ଲା ନିରାକାର ପୁର ଥାନା ରାମେଶ୍ୱର ଗ୍ରାମପଞ୍ଚାୟତ ଖଜୁରୀପଡା ଗ୍ରାମର ସାଇରନ ବିବି। କୋଣସି କାର୍ଯ୍ୟରେ ସେ ଘର ବାହାରକୁ ଯାଇଥିବା ସମୟରେ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ | ଅନ୍ଧାର ରାତିରେ ହଠାତ…

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ ଆତ୍ମାହୁତି ଉଦ୍ୟମ

ଖୋର୍ଦ୍ଧା: ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ ଆତ୍ମାହୁତି ଉଦ୍ୟମ|ଖୋର୍ଦ୍ଧା ଜିଲ୍ଳାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସାଇବର ଠକଙ୍କ ଦ୍ୱାରା ୧୬ ଲକ୍ଷ ୩୨ ହଜାର ଟଙ୍କାର ଠକେଇର ଶିକାର ହୋଇଥିଲେ ଖୋର୍ଦ୍ଧା ବୋଲଗଡ ଥାନା ବାଙ୍କୋଇ ଗାଁ'ର…

୩ରୁ ଖୋଲିବ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ମନ୍ଦିର ଓ ଧର୍ମାନୁଷ୍ଠାନ

ପୁରୀ ଶ୍ରୀମନ୍ଦିର ସମେତ ଜିଲ୍ଲାର ବହୁ ଧର୍ମାନୁଷ୍ଠାନ ଖୋଲି ସାରିଥିବା ସମୟରେ ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର ଏବଂ ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ୍ (ବିଏମସି) ଅଧୀନରେ ଆସୁଥିବା ମନ୍ଦିର ବ୍ୟତୀତ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ମନ୍ଦିର ଓ ଅନ୍ୟ ଧର୍ମାନୁଷ୍ଠାନ ଆସନ୍ତା ୩ ତାରିଖରେ…