Odia News Portal
Browsing Tag

Khordha Road Railway Zone.

ଦିଲ୍ଲୀକୁ ୧୩୩ ଟନ୍ ଅକ୍ସିଜେନ୍ ପରିବହନ

ଭୁବନେଶ୍ୱର : ପ୍ରଥମ ଥର ପାଇଁ ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳରୁ ଟାଟା ଷ୍ଟିଲ୍ ସାଇଡିଂ, ଜାଖପୁରା ଠାରୁ ଲିକ୍ୱିଡ୍ ମେଡିକାଲ୍ ଅକ୍ସିଜେନ୍ ପଠାଯାଇଛି । ୧୩୩.୨୦ ଟନ୍ ଲିକ୍ୱିଡ୍ ମେଡିକାଲ୍ ଅକ୍ସିଜେନ୍ ଜାଖପୁରାରୁ ଦିଲ୍ଲୀକୁ ପରିବହନ କରାଯାଇଥିଲା । ସାତଟି କ୍ରାଓଜେନିକ୍ ଟ୍ୟାଙ୍କର୍…