ଭଡ଼ା ଘରୁ କିନ୍ନରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
ଭଡ଼ା ଘରୁ କିନ୍ନରଙ୍କ ମୃତଦେହ ଉଦ୍ଧାର। ନୟାଗଡ଼ ସହରର ରାମେଶ୍ଵର ସାହିରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣଙ୍କ ହେଲେ ଚନ୍ଦ୍ରଶେଖରପୁର ଗାଁର ଅଙ୍କିତା। ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।
ସୂଚନାନୁଯାୟୀ, ଅଙ୍କିତା ଚିତ୍ତରଞ୍ଜନ ସାହୁ ନାମକ ଜଣେ!-->!-->!-->…
