କାଲି ଚାଷୀମାନଙ୍କ ଖାତାକୁ ଆସିବ ପି.ଏମ୍ କିଷାନ ଯୋଜନାର ଆଉ ଗୋଟିଏ କିସ୍ତି
ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧୀ ଯୋଜନାର ଆଉ ଗୋଟିଏ କିସ୍ତି ଆସନ୍ତା କାଲି ଚାଷୀ ଭାଇ ମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଦିଆଯାଇବ । ଏହି ଯୋଜନା ଅଧିନରେ ଏହା ନବମ କିସ୍ତି ଭାବେ ଚାଷୀଭାଇ ମାନେ ପାଇବାକୁ ଯାଉଛନ୍ତି ।
ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା କାଲି (ଅଗଷ୍ଟ-୯)!-->!-->!-->…