Odia News Portal
Browsing Tag

kolkota

ପଦ୍ମଭୂଷଣରେ ସମ୍ମାନୀତ ହେବାକୁ ମନାକଲେ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟ

କୋଲକାତା: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ୟ୍ୟ ପଦ୍ମଭୂଷଣ ସମ୍ମାନ ଗ୍ରହଣ କରିବାକୁ ମନା କରିଛନ୍ତି। ସେ କହିଛନ୍ତି ଯେ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବା ନେଇ କେହି ସୂଚନା ଦେଇ ନାହାଁନ୍ତି। ବୁଦ୍ଧଦେବ କହିଛନ୍ତି ଯେ ଯଦି ମୋତେ ପଦ୍ମ ବିଭୂଷଣ ପ୍ରଦାନ…

ସୁସ୍ଥ ହେଲେ ସୈାରଭ ଗାଙ୍ଗୁଲି

କୋରନାରୁ ସୁସ୍ଥ ହେଲେ ବିସିସିଆଇ ସଭାପତି ସୈାରଭ ଗାଙ୍ଗୁଲି । ସୌରଭ ଗାଙ୍ଗୁଲି କୋଭିଡ ପଜିଟିଭ୍ ଚିହ୍ନଟ ହୋଇ, କୋଲକାତାର ଉଡଲାଣ୍ଡ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । କୋଭିଡ ପଜିଟିଭ୍ ଚିହ୍ନଟ ହେବା ପରେ ତାଙ୍କ ସାମ୍ପ୍ୟୁଲ ଜିନେମ ସିକ୍ୱେନ୍ସିଂ ପାଇଁ ପଠାଯାଇଥିଲା । କିନ୍ତୁ ଏହି…