Odia News Portal
Browsing Tag

koraput

ଦେଶ ବିଦେଶରେ ମହକିବ କୋରାପୁଟ କଫି, ପ୍ରଂଶସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୋରାପୁଟ ଜିଲ୍ଲାର ଏକ ନିର୍ଦ୍ଧିଷ୍ଟ ଅଞ୍ଚଳରେ ଉତ୍ପାଦନ ହେଉଥିବା 'କୋରାପୁଟ କଫି' ଦେଶବିଦେଶର କୋଣଅନୁକୋଣରେ ନିଜର ଉପସ୍ଥିତି ଜାହିର କରିବାକୁ ଯାଉଛି। ରାଜ୍ୟର କଫି ଚାଷୀଙ୍କ ଉନ୍ନତି ଓ ସମୃଦ୍ଧି ପାଇଁ ଟିଡିସିସିଓଏଲର ପ୍ରୟାସରେ 'କୋରାପୁଟ କଫି'ର ବିକ୍ରିବଟା ପାଇଁ 'ଟାଟା…

ଭୁଶୁଡ଼ିଲା କୋଲାବ ମୁଖ୍ୟ କେନାଲ ବନ୍ଧ

ଜୟପୁର: କୋରାପୁଟ ଜିଲ୍ଲା ଜୟପୁର ସହର ଏକତାଗୁଡ଼ା ଦେଇ ଯାଇଥିବା ଅପର୍ କୋଲାବ ମୁଖ୍ୟ କେନାଲ ବନ୍ଧ ଗତ ରାତିରେ ଭୁଶୁଡ଼ି ଯାଇଛି। ଫଳରେ ବ୍ୟାପକ ଅଞ୍ଚଳର ଚାଷ ଜମିରେ ପାଣି ପଶି ଯାଇଛି । ଗତକାଲି ରାତିରେ ହଠାତ୍ କେନାଲରେ ପାଣି ମାଡିଆସିବା ପରେ କେନାଲ ବନ୍ଧ ଭାଙ୍ଗି ଯାଇଥିଲା । …