କୁନ୍ଦୁଲି ମାମଲାର ରିପୋର୍ଟ ୪ସପ୍ତାହରେ ଦେବାକୁ ନିର୍ଦ୍ଦେଶ
କୋରାପୁଟ() ବହୁ ଚର୍ଚ୍ଚିତ କୁନ୍ଦୁଲି ଗଣଦୁଷ୍କର୍ମ ଓ ଆତ୍ମହତ୍ୟା ମାମଲାର ତଦନ୍ତ ୪ସପ୍ତାହରେ ସାରି ରିପୋର୍ଟ ଦେବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ତାସହ ଏସଆଇଟି ଗଠନ କରି ତଦନ୍ତ କରିବା ପାଇଁ ହାଇକୋର୍ଟ ପ୍ରସ୍ତାବ ଦେଇଛନ୍ତି ।
ଦୀର୍ଘଦିନ ବିତି ଯାଇଥିଲେ ମଧ୍ୟ…
