ଲାଲୁ ଙ୍କୁ ୫ ବର୍ଷ ଜେଲ ଦଣ୍ଡାଦେଶ
ପୁଣି ଜେଲ୍ ଯିବେ ଲାଲୁ ଯାଦବ । ଡୋରଣ୍ଡା କୋଷାଗାର ଗୋ-ଖାଦ୍ୟ ଦୁର୍ନୀତି ମାମଲାରେ ଲାଲୁ ଯାଦବଙ୍କୁ ୫ ବର୍ଷ ଜେଲ୍ ଦଣ୍ଡ ଶୁଣାଇଛନ୍ତି କୋର୍ଟ । ୫ ବର୍ଷ ଜେଲ୍ ସହ ୬୦ ଲକ୍ଷ ଟଙ୍କା ଜରିମାନା କରାଯାଇଛି । ସ୍ୱତନ୍ତ୍ର ସିବିଆଇ କୋର୍ଟ ସବୁଠାରୁ ବଡ଼ ଗୋ-ଖାଦ୍ୟ ଦୁର୍ନୀତି ମାମଲାରେ ଏହି ରାୟ!-->…