ଲାଲୁଙ୍କ ଜାମିନକୁ ସୁପ୍ରିମକୋର୍ଟରେ ବିରୋଧ
ଗୋଖାଦ୍ୟ ଦୁର୍ନୀତି ମାମଲାରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁପ୍ରସାଦ ଯାଦବଙ୍କୁ ଝାଡ଼ଖଣ୍ଡ ହାଇକୋର୍ଟ ଯେଉଁ ଜାମିନ ପ୍ରଦାନ କରିଛନ୍ତି, ତାହାକୁ ବିରୋଧ କରି ଝାଡ଼ଖଣ୍ଡ ସରକାର ସୁପ୍ରିମକୋର୍ଟରେ ପିଟିସନ ଦାଏର କରିଥିବା ଜଣାପଡିଛି । ଜଷ୍ଟିସ ଏଲ.ନାଗେଶ୍ୱର ରାଓ ଓ ଜଷ୍ଟିସ!-->…
