Odia News Portal
Browsing Tag

Lata hospitalised due to breathing issues

ହସ୍ପିଟାଲର ଆଇସିୟୁରେ ଲତା

ମୁମ୍ବାଇ() କୋକିଳ କଣ୍ଠୀ ଗାୟିକା ଲତା ମଙ୍ଗେସକର ଅସୁସ୍ଥ ହୋଇପଡିଥିବା ଖବର ମିଳିଛି। ଛାତିରେ ସଂକ୍ରମଣ ଯୋଗୁ ତାଙ୍କୁ ରବିବାର ରାତି ପ୍ରାୟ ୨ଟାରେ ମୁମ୍ବାଇର ବିଚ୍ କ୍ୟାଣ୍ଡି ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଏବେ ସେ ସୁସ୍ଥ ଥିବା ଓ ସୋମବାର ତାଙ୍କୁ ଡିସଚାର୍ଜ କରାଯାଇଥିବା…