Odia News Portal
Browsing Tag

latest odia news

ନବୀନଙ୍କ ‘ଅମୂଲ୍ୟ’ ଦାନ ବଢାଇଛି ଓଡିଶାର ଗୌରବ

ଭୁବନଶ୍ୱେର: ଅମ୍ଲଜାନ ସଙ୍କଟକୁ ନେଇ ଏବେ ସାରା ଦେଶରେ ଚାଲିଛି ରାଜନୈତିକ ବାକବିତଣ୍ଡା । ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ସରକାର କୋର୍ଟ କଚେରୀରେ ପରସ୍ପର ଉପରେ ଦୋଷ ଲଦାଲଦି ହେଉଛନ୍ତି । ଏପରିକି ବିଭିନ୍ନ ହାଇକୋର୍ଟ ଓ ସୁପ୍ରିମକୋର୍ଟ ମଧ୍ୟ କେନ୍ଦ୍ରକୁ ଅକ୍ସିଜେନ ଅଭାବ ପାଇଁ ଦାୟୀ କରି…

ଦିଲ୍ଲୀରେ ଲକ୍‌ଡାଉନ୍‌ ମେ ୩ ଯାଏଁ ବୃଦ୍ଧି

ନୂଆଦିଲ୍ଲୀ: ଦିଲ୍ଲୀରେ ବୃଦ୍ଧି ହେଲା ଲକ୍‌ଡାଉନ୍‌ ଅବଧି । ରାଜଧାନୀ ଦିଲ୍ଲୀରେ ସଂକ୍ରମଣ ବୃଦ୍ଧିକୁ ନଜରରେ ରଖି ଲକ୍‌ଡାଉନକୁ ଆଉ ସପ୍ତାହେ ବୃଦ୍ଧି କରାଯାଇଛି ଦୈନିକ ମାମଲା କମିଥିଲେ ମଧ୍ୟ ସଂକ୍ରମଣ ହାର ଅଧିକ ଥିବାରୁ ସତର୍କତା ମୂଳକ ପଦକ୍ଷେପ ଭାବେ ଜାତୀୟ ରାଜଧାନୀରେ ଲକଡାଉନକୁ ମେ ୩…

୨୬ରେ ପ୍ରାର୍ଥୀପତ୍ର ଦାଖଲ କରିବେ କଂଗ୍ରେସ ଯୋଦ୍ଧା ବିଶ୍ୱକେଶନ

ପିପିଲି: ଅଜିତଙ୍କ ଦେହାନ୍ତ ପରେ ପିପିଲି ଉପନିର୍ବାଚନକୁ ନେଇ କଂଗ୍ରେସର ମଙ୍ଗ କିଏ ଧରିବ ସେ ନେଇ ଚର୍ଚ୍ଚା ଲାଗିରହିଥିଲା । ସ୍ୱର୍ଗତ ଅଜିତ୍ ମଙ୍ଗରାଜଙ୍କ ପରିବାରରୁ ପ୍ରାର୍ଥୀ କରି ଅନୁକମ୍ପା ଭୋଟ ଆଶାରେ ରହିଥିଲା ରାଜ୍ୟ କଂଗ୍ରେସ । ହେଲେ ଦିବଂଗତ ନେତା ଅଜିତ୍ ମଙ୍ଗରାଜଙ୍କ ପରିବାରରୁ…

ଖୋର୍ଦ୍ଧାରୁ ଧରାପଡିଲା କୋଟିଏ ଟଙ୍କାର ଧଳାଜହର

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାରେ ଧରାପଡିଲା କୋଟିଏ ଟଙ୍କାର ଧଳା ଜହର । ପ୍ରାୟ ୧ କୋଟି ଟଙ୍କାର ବ୍ରାଉନ୍‌ସୁଗାର ଜବତ କରିଛି ଏସ୍‌ଟିଏଫ୍‌ ଟିମ୍‌ । ବ୍ରାଉନ୍‌ସୁଗାର କାରବାର ଅଭିଯୋଗରେ ଏସ୍‌ଟିଏଫ୍‌ ୪ଜଣଙ୍କୁ ଗିରଫ କରିଛି । ସୂଚନା ଅନୁଯାୟୀ, ଖୋର୍ଦ୍ଧା ଜିଲ୍ଲାରେ ବ୍ରାଉନ୍‌ସୁଗାର…

ରେକର୍ଡ଼ ଭାଙ୍ଗିଲା କରୋନା: ଦିନକରେ ୬୬୪୭ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬୪୭ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୧୩୪୧ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୯୨ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୩୮୫୫ ଜଣ କ୍ବାରେଣ୍ଟାଇନ୍‌ରେ…

ହାଇଦରର ମୁଖ୍ୟ ସହଯୋଗୀ ୟାକୁବ୍ ଖାଁର ଆତ୍ମସମର୍ପଣ

ଭୁବନେଶ୍ୱର: ଗ୍ୟାଙ୍ଗଷ୍ଟାର ହାଇଦର ଫେରାର୍ ମାମଲାରେ ପୋଲିସ ତନାଘନା ଚଳାଇଥିବା ବେଳେ ହାଇଦରର ମୁଖ୍ୟ ସହଯୋଗୀ କୁହାଯାଉଥିବା ୟାକୁବ୍ ଖାଁ କଟକ ଚାଉଳିଆଗଞ୍ଜ ଥାନାରେ ଆତ୍ମସମର୍ପଣ କରିଛି । ସେ କଟକ ବଡମେଡିକାଲରେ ହାଇଦରକୁ ବାରମ୍ବାର ଭେଟି ବିରିୟାନୀ ଖାଇବାକୁ ଦେଇଥିବା କଥା ମାନିଥିବା ବେଳେ…

ପଶ୍ଚିମବଙ୍ଗରେ ନିର୍ବାଚନୀ ହିଂସା, ୪ ମୃତ

କୋଲକାତା: ପଶ୍ଚିମବଙ୍ଗରେ ଚାଲିଛି ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ । ଏହି ପର୍ଯ୍ୟାୟରେ ୫ ଟି ଜିଲ୍ଲାର ୪୪ ଟି ଆସନ ପାଇଁ ମତଦାନ କରାଯାଉଛି ।ତେବେ କୁଚବିହାରର ସିତାଲକୁଚିରେ ବିଜେପି ଓ ଟିଏମସି କାର୍ଯ୍ୟକର୍ତ୍ତା ମୁହାଁମୁହିଁ ହୋଇଛନ୍ତି । ବୁଥ୍ ନମ୍ବର ୨୮୫ରେ ଥିବା ମତଦାନ…

ମାଟ୍ରିକ ଓ ଯୁକ୍ତ୨ ପରୀକ୍ଷା ତାରିଖରେ ହେବନାହିଁ ପରିବର୍ତ୍ତନ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଘୁଞ୍ଚିବ ନାହିଁ ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ତାରିଖ । ଆଜି ସ୍କୁଲ୍ ଓ ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଏନେଇ ସ୍ପଷ୍ଟ ସୂଚନା ପ୍ରଦାନ କରିଛନ୍ତି ।ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ପୂର୍ବରୁ ମାଟ୍ରିକ ଓ ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷ ଛାତ୍ରଛତ୍ରୀଙ୍କ ପାଇଁ ଧାର୍ଯ୍ୟ…