Odia News Portal
Browsing Tag

latest odia news

ଜଗା ଫେରିଲା ଫୁଲବାଣୀ, କାଳିଆକୁ ଝୁରୁଛି ପରିବାର

କଟକ: କଟକ ବଡ଼ ମେଡିକାଲ ଏସସିବିରୁ ଡିସଚାର୍ଜ ହେଲା ଜଗା। ଗତ ୨ ବର୍ଷ ହେଲା କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ରହିଥିବା ଜଗା ଆଜି ହସପିଟାଲରୁ ଡିସଚାର୍ଜ ହୋଇଛି । ସେ ଏବେ ସୁସ୍ଥ ହେବାରେ ଲାଗିଥିବାରୁ ତାକୁ ଏସସିବିରୁ ଡିସଚାର୍ଜ ଦିଆଯାଇଥିବା ସୂଚନା ମିଳିଛି। ତେବେ ଏସସିବିରୁ

ବାପାକୁ ମାରିଦେଲା ନୃଶଂସ ପୁଅ

ଅନୁଗୋଳ: ଅନୁଗୋଳ ଜିଲା ଜରପଡା ଥାନା ଦୁର୍ଗାପୁର କୁଡା ସାହିରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ ହୋଇଥିବା ବେଳେ ମା’ ଗୁରତର ଆହତ ହୋଇଛନ୍ତି । ମୃତକ ଜଣକ ବଟକୃଷ୍ଣ ବେହେରା ଓ ଗୁରୁତର ଜଣକ ହେଲେ ତାଙ୍କ ସ୍ତ୍ରୀ ରୁକ୍ମଣୀ ବେହେରା ବୋଲି ଜଣାପଡିଛି ।

ବିଶ୍ୱ ପ୍ରସିଦ୍ଧ କୋଣାର୍କ ମନ୍ଦିର ବୁଲି ଦେଖିଲେ ରାଷ୍ଟ୍ରପତି

ପୁରୀ: ବିଶ୍ୱ ପ୍ରସିଦ୍ଧ କୋଣାର୍କ ମନ୍ଦିର ବୁଲି ଦେଖିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ପୁରୀରୁ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟରରେ କୋଣାର୍କ ପହଞ୍ଚିବା ପରେ କଡା ସୁରକ୍ଷା ମଧ୍ୟରେ ସୂର୍ଯ୍ୟ ମନ୍ଦିର ବୁଲି ଦେଖିଛନ୍ତି ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ପ୍ରଫେସର ଗଣେଶୀ

‘ସମର୍ପଣ ନିଧି’କୁ ରାଷ୍ଟ୍ରପତିଙ୍କ ଲକ୍ଷେ ଟଙ୍କା ଦାନ

ପୁରୀ: ସୋମବାର ସକାଳେ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ତାଙ୍କ ସହ ରାଷ୍ଟ୍ରପତିଙ୍କ ପତ୍ନୀ ସବିତା କୋବିନ୍ଦ ମଧ୍ୟ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ଶ୍ରୀମନ୍ଦିରରେ ପହଞ୍ଚିବା ପରେ ସିଂହଦ୍ବାର ନିକଟରେ ସ୍ବାଗତ କରିଥିଲେ ଗଜପତି ଦିବ୍ୟସିଂହ