Odia News Portal
Browsing Tag

latest odia news

ଟ୍ୱିଟରର ନୂଆ ନିୟମ : ୟୁଜର୍ସ ଦେବେ ସର୍ଭିସ ଚାର୍ଜ

ଏଣିକି ଟ୍ୱିଟର ପାଇଁ ଗଣିବାକୁ ପଡ଼ିବ ଟଙ୍କା। ଟ୍ୱିଟରର ବ୍ଲୁ -ଟିକ୍ ପାଇଁ ୟୁଜର୍ସ ମାସକୁ ମାସ ନିଜ ପକେଟ୍ରୁ ଖର୍ଚ୍ଚ କରିବେ। ଭାରତରେ ମାଇକ୍ରୋ ବ୍ଲଗିଂ ଫ୍ଲାଟଫର୍ମ ଟ୍ୱିଟର ତା'ର ବ୍ଲୁ ଟିକ୍ ପାଇଁ ସବ୍‌ସ୍କ୍ରିପସନ ସେବା ଆରମ୍ଭ କରିଦେଇଛି। ପୂର୍ବରୁ ବ୍ଲୁ ଟିକ୍ ପାଇଥିବା ୟୁଜର୍ସଙ୍କୁ…

କାହିଁକି ଚାହୁନି ଆମେରିକା ଚିନ୍ ସହ ବିବାଦ?

ଯୁକ୍ତରାଷ୍ଟ୍ର ଆମେରିକା ଚୀନ୍ ସହିତ ବିବାଦ କରିବା ପାଇଁ ଚାହେଁନି ବୋଲି ବୁଧବାର ଦିନ ରାଷ୍ଟ୍ରପତି ଜୋ ବାଇଡେନ୍ କହିଛନ୍ତି।ଯୁକ୍ତରାଷ୍ଟ୍ର ଆମେରିକା ଆକାଶରେ ଉଡୁଥିବା ଚୀନା ‘ସ୍ପାଏ ବେଲୁନ୍’କୁ ଗତ ସପ୍ତାହରେ କ୍ଷେପଣାସ୍ତ୍ର ପ୍ରୟୋଗ କରି ନଷ୍ଟ କରିଦିଆଯିବା କାରଣରୁ ଉପୁଜି ଥିବା…

ପିଣ୍ଟୁ ନନ୍ଦଙ୍କୁ ଲିଭର୍ ଡୋନେଟ୍ କରିବେ ଭଉଣୀ

ଦୁନିଆ ସାଥ ଛାଡ଼ି ଦେଲେ ବି ଯଦି ଆପଣଙ୍କ ସାଥୀରେ ଆପଣଙ୍କ ପରିବାର ଅଛି ତେବେ ଆପଣ ସବୁ ସମସ୍ୟାର ସାମ୍ନା କରିବ, ଏମିତି କିଛି ଦେଖିବାକୁ ମିଳୁଛି । କଥାଟି ହେଲା ଯେ ଲିଭର ସିରୋସିସ୍ ରୋଗରେ ଆକ୍ରାନ୍ତ ଥିବା ଓଲିଉଡ ଚର୍ଚ୍ଚିତ ଅଭିନେତା ପିଣ୍ଟୁ ନନ୍ଦଙ୍କୁ ନେଇ ସାମ୍ନାକୁ ଆସିଛି ବଡ଼…

ନବ ଦାସ ହତ୍ୟା ଅଭିଯୁକ୍ତ ଗୋପାଳଙ୍କୁ ଆଉ ୫ ଦିନ କ୍ରାଇମବ୍ରାଞ୍ଚ ରିମାଣ୍ଡ

ନବ ଦାସ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋପାଳ ଦାସଙ୍କୁ ଆଉ ୫ ଦିନ ରିମାଣ୍ଡରେ ନେବା ପାଇଁ କ୍ରାଇମବ୍ରାଞ୍ଚକୁ ଅନୁମତି ଦେଇଛନ୍ତି କୋର୍ଟ । ଅଭିଯୁକ୍ତ ଗୋପାଳଙ୍କୁ ପୁଣି ରିମାଣ୍ଡରେ ନେବାକୁ କୋର୍ଟରେ ଆବେଦନ କରିଥିଲା କ୍ରାଇମବ୍ରାଞ୍ଚ । ତେବେ ୫ ଦିନିଆ ରିମାଣ୍ଡ ସହ ଗୋପାଳର ନାର୍କୋଟେଷ୍ଟ…

ଟେଷ୍ଟ ରିପୋର୍ଟକୁ ଅପେକ୍ଷା: ଜେପି ଦାସ

ଝାରସୁଗୁଡାରେ ତଦନ୍ତ ତଦାରଖ ପରେ ଜଷ୍‌ଟିସ ଜେପି ଗଣମାଧ୍ୟମ ଆଗରେ ନିଜ ମନ୍ତବ୍ୟ ରଖିଛନ୍ତି । ଗୋପାଳର ସାଇକୋ ଆନାଲିସିସ୍ ଟେଷ୍ଟ ରିପୋର୍ଟକୁ ଅପେକ୍ଷା । ଟେଷ୍ଟ ରିପୋର୍ଟ ଆସିଲେ ପରବର୍ତ୍ତୀ କାର୍ଯ୍ୟପନ୍ଥା ଗ୍ରହଣ କରାଯିବ । ଗୋପଳକୁ ପଚରାଉଚରା କଲେ କି ପ୍ରଶ୍ନରେ ଜଷ୍ଟିସ ଦାସ କହିଛନ୍‌ତି…

ନବ ଦାସ ହତ୍ୟା ମାମଲା,ତଦନ୍ତକୁ ସମୟ ଲାଗିବ:ଡିଜିପି ସୁନୀଲ ବଂଶଲ

ନବ ଦାସଙ୍କ ହତ୍ୟା ମାମଲାରେ ତଦନ୍ତ ଅନୁଧ୍ୟାନ ପରେ ଡିଜିପି ଗଣମାଧ୍ୟମ ଆଗରେ ନିଜର ପ୍ରତିକ୍ରିୟା ରଖିଛନ୍ତି । ତଦନ୍ତକୁ ଆଉ ଟିକେ ସମୟ ଲାଗିବ ବୋଲି କହିଛନ୍ତି ଡିଜିପି ସୁନୀଲ ବଂଶଲ । ଗୋପାଳର ରିମାଣ୍‌ଡ ଅବଧି ବଢାଇବାକୁ କୋର୍ଟରେ ଆବେଦନ ହେବ । ତଦନ୍ତ କାଳରେ ସବୁ ଆଙ୍ଗଲକୁ ଆମେ ଦୃଷ୍ଟି…

ନବ ଦାସ ହତ୍ୟା ମାମଲା: ଗୋପାଳର ହେବ ନାର୍କୋ ଟେଷ୍ଟ

ପୁଣି ୫ ଦିନ ରିମାଣ୍ଡରେ ଯିବ ନବ ଦାସଙ୍କ ହତ୍ୟାକାରୀ ଗୋପାଳ । ତୃତୀୟ ଦଫାରେ ୫ ଦିନ ରିମାଣ୍ଡରେ ନେବାକୁ ଅନୁମତି ଦିଆଯାଇଛି । ନାର୍କୋ ଟେଷ୍ଟ ଓ ପଲିଗ୍ରାଫ ଟେଷ୍ଟ ପାଇଁ ମଧ୍ୟ ଅନୁମତି ଦିଆଯାଇଛି । ଉଭୟ ଟେଷ୍ଟ ପାଇଁ ସହମତ ଥିବା କୋର୍ଟରେ କହିଲା ଗୋପାଳ । ୫ ଦିନ ରିମାଣ୍ଡ ଓ ଟେଷ୍ଟ ଅନୁମତି…

ନବୀନଙ୍କ ‘ଅମୂଲ୍ୟ’ ଦାନ ବଢାଇଛି ଓଡିଶାର ଗୌରବ

ଭୁବନଶ୍ୱେର: ଅମ୍ଲଜାନ ସଙ୍କଟକୁ ନେଇ ଏବେ ସାରା ଦେଶରେ ଚାଲିଛି ରାଜନୈତିକ ବାକବିତଣ୍ଡା । ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ସରକାର କୋର୍ଟ କଚେରୀରେ ପରସ୍ପର ଉପରେ ଦୋଷ ଲଦାଲଦି ହେଉଛନ୍ତି । ଏପରିକି ବିଭିନ୍ନ ହାଇକୋର୍ଟ ଓ ସୁପ୍ରିମକୋର୍ଟ ମଧ୍ୟ କେନ୍ଦ୍ରକୁ ଅକ୍ସିଜେନ ଅଭାବ ପାଇଁ ଦାୟୀ କରି…

ଦିଲ୍ଲୀରେ ଲକ୍‌ଡାଉନ୍‌ ମେ ୩ ଯାଏଁ ବୃଦ୍ଧି

ନୂଆଦିଲ୍ଲୀ: ଦିଲ୍ଲୀରେ ବୃଦ୍ଧି ହେଲା ଲକ୍‌ଡାଉନ୍‌ ଅବଧି । ରାଜଧାନୀ ଦିଲ୍ଲୀରେ ସଂକ୍ରମଣ ବୃଦ୍ଧିକୁ ନଜରରେ ରଖି ଲକ୍‌ଡାଉନକୁ ଆଉ ସପ୍ତାହେ ବୃଦ୍ଧି କରାଯାଇଛି ଦୈନିକ ମାମଲା କମିଥିଲେ ମଧ୍ୟ ସଂକ୍ରମଣ ହାର ଅଧିକ ଥିବାରୁ ସତର୍କତା ମୂଳକ ପଦକ୍ଷେପ ଭାବେ ଜାତୀୟ ରାଜଧାନୀରେ ଲକଡାଉନକୁ ମେ ୩…

୨୬ରେ ପ୍ରାର୍ଥୀପତ୍ର ଦାଖଲ କରିବେ କଂଗ୍ରେସ ଯୋଦ୍ଧା ବିଶ୍ୱକେଶନ

ପିପିଲି: ଅଜିତଙ୍କ ଦେହାନ୍ତ ପରେ ପିପିଲି ଉପନିର୍ବାଚନକୁ ନେଇ କଂଗ୍ରେସର ମଙ୍ଗ କିଏ ଧରିବ ସେ ନେଇ ଚର୍ଚ୍ଚା ଲାଗିରହିଥିଲା । ସ୍ୱର୍ଗତ ଅଜିତ୍ ମଙ୍ଗରାଜଙ୍କ ପରିବାରରୁ ପ୍ରାର୍ଥୀ କରି ଅନୁକମ୍ପା ଭୋଟ ଆଶାରେ ରହିଥିଲା ରାଜ୍ୟ କଂଗ୍ରେସ । ହେଲେ ଦିବଂଗତ ନେତା ଅଜିତ୍ ମଙ୍ଗରାଜଙ୍କ ପରିବାରରୁ…