Odia News Portal
Browsing Tag

latest odia news

ଖୋର୍ଦ୍ଧାରୁ ଧରାପଡିଲା କୋଟିଏ ଟଙ୍କାର ଧଳାଜହର

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାରେ ଧରାପଡିଲା କୋଟିଏ ଟଙ୍କାର ଧଳା ଜହର । ପ୍ରାୟ ୧ କୋଟି ଟଙ୍କାର ବ୍ରାଉନ୍‌ସୁଗାର ଜବତ କରିଛି ଏସ୍‌ଟିଏଫ୍‌ ଟିମ୍‌ । ବ୍ରାଉନ୍‌ସୁଗାର କାରବାର ଅଭିଯୋଗରେ ଏସ୍‌ଟିଏଫ୍‌ ୪ଜଣଙ୍କୁ ଗିରଫ କରିଛି । ସୂଚନା ଅନୁଯାୟୀ, ଖୋର୍ଦ୍ଧା ଜିଲ୍ଲାରେ ବ୍ରାଉନ୍‌ସୁଗାର…

ରେକର୍ଡ଼ ଭାଙ୍ଗିଲା କରୋନା: ଦିନକରେ ୬୬୪୭ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬୪୭ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୧୩୪୧ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୯୨ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୩୮୫୫ ଜଣ କ୍ବାରେଣ୍ଟାଇନ୍‌ରେ…

ହାଇଦରର ମୁଖ୍ୟ ସହଯୋଗୀ ୟାକୁବ୍ ଖାଁର ଆତ୍ମସମର୍ପଣ

ଭୁବନେଶ୍ୱର: ଗ୍ୟାଙ୍ଗଷ୍ଟାର ହାଇଦର ଫେରାର୍ ମାମଲାରେ ପୋଲିସ ତନାଘନା ଚଳାଇଥିବା ବେଳେ ହାଇଦରର ମୁଖ୍ୟ ସହଯୋଗୀ କୁହାଯାଉଥିବା ୟାକୁବ୍ ଖାଁ କଟକ ଚାଉଳିଆଗଞ୍ଜ ଥାନାରେ ଆତ୍ମସମର୍ପଣ କରିଛି । ସେ କଟକ ବଡମେଡିକାଲରେ ହାଇଦରକୁ ବାରମ୍ବାର ଭେଟି ବିରିୟାନୀ ଖାଇବାକୁ ଦେଇଥିବା କଥା ମାନିଥିବା ବେଳେ…

ପଶ୍ଚିମବଙ୍ଗରେ ନିର୍ବାଚନୀ ହିଂସା, ୪ ମୃତ

କୋଲକାତା: ପଶ୍ଚିମବଙ୍ଗରେ ଚାଲିଛି ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ । ଏହି ପର୍ଯ୍ୟାୟରେ ୫ ଟି ଜିଲ୍ଲାର ୪୪ ଟି ଆସନ ପାଇଁ ମତଦାନ କରାଯାଉଛି ।ତେବେ କୁଚବିହାରର ସିତାଲକୁଚିରେ ବିଜେପି ଓ ଟିଏମସି କାର୍ଯ୍ୟକର୍ତ୍ତା ମୁହାଁମୁହିଁ ହୋଇଛନ୍ତି । ବୁଥ୍ ନମ୍ବର ୨୮୫ରେ ଥିବା ମତଦାନ…

ମାଟ୍ରିକ ଓ ଯୁକ୍ତ୨ ପରୀକ୍ଷା ତାରିଖରେ ହେବନାହିଁ ପରିବର୍ତ୍ତନ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଘୁଞ୍ଚିବ ନାହିଁ ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ତାରିଖ । ଆଜି ସ୍କୁଲ୍ ଓ ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଏନେଇ ସ୍ପଷ୍ଟ ସୂଚନା ପ୍ରଦାନ କରିଛନ୍ତି ।ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ପୂର୍ବରୁ ମାଟ୍ରିକ ଓ ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷ ଛାତ୍ରଛତ୍ରୀଙ୍କ ପାଇଁ ଧାର୍ଯ୍ୟ…

ରାଜଧାନୀ ଦିଲ୍ଲୀରେ ସମସ୍ତ ସ୍କୁଲ-କଲେଜ୍ ବନ୍ଦ

ନୂଆଦିଲ୍ଲୀ: ସମଗ୍ର ଦେଶରେ କରୋନାର ଦ୍ଵିତୀୟ ଲହର ଆରମ୍ଭ ହୋଇଯାଇଛି | ଦୈନିକ ଲକ୍ଷାଧିକ ସଂଖ୍ୟାରେ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ତେବେ ରାଜଧାନୀ ଦିଲ୍ଲୀରେ ଦିନକୁ ଦିନ କରୋନା ସ୍ଥିତି ଜଟିଳ ହେବାରେ ଲାଗିଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଜି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏକ ବଡ…