ପଞ୍ଚମ ଦିନ ଗୃହ ଅଚଳ,ଦିନ ୧୨ଟା ଯାଏଁ ମୁଲତବି
ଭୁବନେଶ୍ୱର: ଲଗାତର ପଞ୍ଚମ ଦିନ ବି ଚାଲିପାରିଲାନି ଗୃହ । ଶାସକ ଏବଂ ବିରୋଧୀ ଦଳର ସଦସ୍ୟଙ୍କ ଜିଦ୍ ଯୋଗୁଁ ଗୃହ ଚାଲିପାରୁନି । ଗୃହ କାର୍ଯ୍ୟ ଆରମ୍ଭରୁ ଉଭୟ ଶାସକ-ବିରୋଧୀ ସଦସ୍ୟଙ୍କ ନାରାବାଜି । ଗୃହରେ ହଟ୍ଟଗୋଳ ଯୋଗୁଁ ଦିନ ୧୨ଟା ଯାଏଁ ଗୃହ କାର୍ଯ୍ୟ ମୁଲତବି ରଖିଲେ ବାଚସ୍ପତି । ମଣ୍ଡି!-->…
