Odia News Portal
Browsing Tag

latest odia news

ମିଠା କଥାକହି ଫସାଉଥିଲେ,ନିଜେ ଫସି ଗଲେ

ଭଦ୍ରକ : ସ୍ୱାମୀକୁ ଜେଲରୁ ବେଲ୍‌ରେ ବାହାର କରିଦେବାକୁ କହି ଅଭିଯୁକ୍ତ ସ୍ତ୍ରୀ ସହିତ ମିଠାଳିଆ କଥା ହେଉଥିଲେ ପୁଲିସ ବାବୁ | ତୁମ ସ୍ବାମୀ ଜେଲରୁ ବାହାରିବେ, ଆମେ ଆଜିଠୁ ଭାଇଭଉଣୀ , ଏଭଳି ମନଲୋଭା କଥା କହି ଅଭିଯୁକ୍ତର ସ୍ତ୍ରୀ ସହିତ ସଂପର୍କ ବାନ୍ଧିବାକୁ ଚେଷ୍ଟା କରୁଥିଲେ ପୁଲିସ ବାବୁ ।

ଗୁଜୁରାଟର ୪ ସହରରେ ନାଇଟ୍ କର୍ଫ୍ୟୁ

ଅହମଦାବାଦ: ଦେଶରେ କରୋନା ସଂକ୍ରମଣ ବଢ଼ି ଚାଲିଛି। ଦୈନିକ ସଂକ୍ରମଣ ୨୦ ହଜାର ଟପୁଛି ।ତେବେ ଏହାକୁ ଦୃଷ୍ଟିରେ ରଖି ୪ଟି ସହରରେ ନାଇଟ୍ କର୍ଫ୍ୟୁ ଲାଗୁ ହୋଇଛି। କରୋନା ସଂକ୍ରମଣ ବଢ଼ିବା ପରେ ଗୁଜରାଟ ସରକାରଙ୍କ ପକ୍ଷରୁ ଏହି କଡ଼ା ପଦକ୍ଷେପ ନିଆଯାଇଛି। ଅହମ୍ମଦାବାଦ, ବଡ଼ୋଦରା, ସୁରତ ଏବଂ

ଆଉ ୬୫ କୋଭିଡ୍ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୩୨୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା

ଦିନ ୧୨ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ୱର: ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ପ୍ରବଳ ହଟ୍ଟଗୋଳ । ପୁଣି ମୁହାଁମୁହିଁ ହୋଇଛନ୍ତି ଶାସକ-ବିରୋଧୀ । ଶାସକ ଦଳ କ୍ଷମା ପ୍ରାର୍ଥନା ପାଇଁ ଅଡି ବସିଥିବାବେଳେ ବିରୋଧୀ ମଣ୍ଡି ଅବ୍ୟବସ୍ଥାକୁ ନେଇ ହଟ୍ଟଗୋଳ କରିଛନ୍ତି। ଫଳରେ ଗୃହକୁ ପ୍ରଥମେ ୧୧ଟା ୩୦ ପର୍ଯ୍ୟନ୍ତ ମୁଲତବି ଘୋଷଣା କରିଥିଲେ

ଲିଙ୍ଗରାଜ ମନ୍ଦିରରେ ଏନଏସଜିର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ୍

ଭୁବନେଶ୍ବର: ଶ୍ରୀଲିଙ୍ଗରାଜ ମନ୍ଦିରରେ ଅଚାନକ ଆତଙ୍କୀ ଆକ୍ରମଣ ହେଲେ ମନ୍ଦିରକୁ କେମିତି ରକ୍ଷା କରାଯିବ ? ଫସିଥିବା ଭକ୍ତଙ୍କୁ କେମିତି ଉଦ୍ଧାର କରାଯିବ ? ସେନେଇ ଆଜି ଶ୍ରୀଲିଙ୍ଗରାଜ ମନ୍ଦିର ପରିସରରେ ମକଡ୍ରିଲ କରିବେ ନ୍ୟାସନାଲ ସିକ୍ୟୁରିଟି ଗାର୍ଡ କମାଣ୍ଡୋ । ଏଥିପାଇଁ ଏନଏସଜିର ଏକ

ପୁରୀ ବସଷ୍ଟାଣ୍ଡରେ ନିଆଁ, ଜଳିଗଲା ୩ ବସ୍

ପୁରୀ: ପୁରୀ ବସଷ୍ଟାଣ୍ଡରେ ଲାଗିଲା ନିଆଁ । ସୋମବାର ପୁରୀ ବସ ଷ୍ଟାଣ୍ଡରେ ଠିଆ ହୋଇଥିବା ଦୁଇଟି ବସରେ ହଠାତ୍ କୌଣସି କାରଣରୁ ନିଆଁ ଲାଗିଯାଇଛି । ତେବେ ଏଥିରେ କୌଣସି ଯାତ୍ରୀଙ୍କ ଜୀବନ ଉପରେ ବିପଦ ଆସିନଥିବା ସୂଚନା ମିଳିଛି । ବସଷ୍ଟାଣ୍ଡରେ ବସଗୁଡିକ ଖାଲି ଛିଡା ହୋଇଥିଲା । ଏହି ସମୟରେ