Odia News Portal
Browsing Tag

latest odia news

ମହାରାଷ୍ଟ୍ର ଗୃହମନ୍ତ୍ରୀ ପଦରୁ ଅନୀଲ ଦେଶମୁଖଙ୍କ ଇସ୍ତଫା

ମୁମ୍ବାଇ: ମହାରାଷ୍ଟ୍ର ଗୃହମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅନୀଲ ଦେଶମୁଖ । ଆଜି ଅନୀଲଙ୍କ ନାମରେ ଥିବା ଅଭିଯୋଗର ଶୁଣାଣି କରି ବମ୍ବେ ହାଇକୋର୍ଟ ସିବିଆଇ ଯାଞ୍ଚ ନିର୍ଦ୍ଦେଶ ଦେଇଥିଲେ । ତେବେ ନିର୍ଦ୍ଦେଶ ଆସିବାର କିଛି ସମୟ ମଧ୍ୟରେ ଅନୀଲ ଦେଶମୁଖ ଏନସିପି ମୁଖ୍ୟ ଶରଦ ପାୱାରଙ୍କୁ ଦେଖା…

୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି ।ତେବେ ଏନେଇ ପାଣିପାଗ ବିଭାଗ ରାଜ୍ୟର ୧୭ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ପାଣିପାଗ ବିଭାଗର ସୂଚନା ମୁତାବକ ରାଜ୍ୟର ବାଲେଶ୍ୱର, ଭଦ୍ରକ,ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୁରଭଞ୍ଜ,…

ସଂକ୍ରମଣ ରୋକିବାକୁ ଶ୍ରୀମନ୍ଦିରର ନୂଆ ଏସଓପି

ପୁରୀ: ରାଜ୍ୟରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପାଇଁ ନୂଆ ଏସଓପି ଆଣିଛି ମନ୍ଦିର ପ୍ରଶାସନ । ଏଣିକି ପ୍ରତି ରବିବାର ଶ୍ରୀମନ୍ଦିର ବନ୍ଦ ରହିବା ସହିତ ଏହିଦିନ ସମ୍ପୂର୍ଣ୍ଣ ମନ୍ଦିରକୁ ସାନିଟାଇଜ କରିବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି । ତେବେ ରବିବାର…

ଲାଲବାହିନୀର ବର୍ବରକାଣ୍ଡ ୫ ଯବାନ ସହିଦ

ବିଜାପୁର: ଛତିଶଗଡରେ ୫ ଜଣ ଯବାନ ସହିଦ | ବିଜାପୁର ଜିଲ୍ଲା ତରରେମ୍ ଠାରେ ନକ୍ସଲ ଓ ସୁରକ୍ଷା କର୍ମୀମାନଙ୍କ ଭିତରେ ହୋଇଥିବା ସଂଘର୍ଷରେ ଡିଆରବି ଓ ସିଆରପିଏଫର ୫ ଜଣ ଯବାନ ସହିଦ ହୋଇଥିବା ସମୟରେ ଜଣେ ନକ୍ସଲର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । କିଛିମାସ ପୂର୍ବରୁ ନକ୍ସଲମାନେ ଯବାନଙ୍କର ଏକ…

ନାଇଟ୍ କର୍ଫ୍ୟୁ ସମୟରେ ଜାରି ରହିବ ଏହି ସବୁ ସେବା

ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଓଡ଼ିଶାର ୧୦ଟି ଜିଲ୍ଲାରେ ଲାଗୁ ହୋଇଛି ନାଇଟ୍ କର୍ଫ୍ୟୁ । କରୋନା ସଂକ୍ରମଣ ଦିନକୁ ଦିନ ପୁଣି ବଢୁଥିବା ବେଳେ ୧୦ଟି ଜିଲ୍ଲାରେ ନାଇଟ୍ କର୍ଫ୍ୟୁ କଟକଣା ଜାରି କରିଛନ୍ତି ରାଜ୍ୟ ସରକାର । ତେବେ ଏହି ଜିଲ୍ଲା ଗୁଡିକ ମଧ୍ୟରେ ରହିଛି ସୁନ୍ଦରଗଡ଼,…