Odia News Portal
Browsing Tag

latest odia news

ଗାଡ଼ି ପାର୍କିିଂକୁ ନେଇ ଫୁଟିଲା ଗୁଳି

ବାଲେଶ୍ୱର: ଗାଡ଼ି ପାର୍କିିଂକୁ ନେଇ ତୁମୁଳକାଣ୍ଡ ।ବାଲେଶ୍ୱର ଗଡଗଡିଆ ଛକ ନିକଟରେ ଥିବା ଏକ ଆପାର୍ଟମେଣ୍ଟ ନିକଟରେ ଫୁଟିଲା ଗୁଳି । ଗୁଳିମାଡରେ ବ୍ୟାଟେରି ଦୋକାନି ଗୁରୁତର ହୋଇଛନ୍ତି । ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ଗାଡି ପାର୍କିଂ ସମସ୍ୟାକୁ

ଜଙ୍ଗଲ ନିଆଁ ସମ୍ପୂର୍ଣ୍ଣ ଆୟତ୍ତାଧିନ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଦ୍ୱାରା ନିଆଯାଇଥିବା ସକ୍ରିୟ ପଦକ୍ଷେପ ପାଇଁ ରାଜ୍ୟରେ ଜଙ୍ଗଲ ନିଆଁକୁ ପ୍ରତିହତ କରିବା ସହ ରାଜ୍ୟରେ ଜଙ୍ଗଲ ଅଗ୍ନି ପରିସ୍ଥିତିକୁ ସମ୍ପୂର୍ଣ୍ଣ ନିୟନ୍ତ୍ରଣ କରାଯାଇପାରିଛି । ଶିମିଳିପାଳ ଜଙ୍ଗଲର ନିଆଁକୁ ଆୟାତାଧୀନ କରାଯାଇଛି । ନ୍ୟାସନାଲ ରିମୋଟ୍

ମାସ୍କ ନପିନ୍ଧିଲେ ବିମାନରୁ ଓହ୍ଳାଇବେ ଯାତ୍ରୀ

ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବିମାନ ଯାତ୍ରୀଙ୍କ ପାଇଁ ଜାରି ହେଲା କଡା ନିୟମ । ଯାତ୍ରୀମାନେ ଠିକ୍ ଭାବରେ ମାସ୍କ ନପିନ୍ଧିଲେ ବିମାନରୁ ଓହ୍ଳାଇ ଦେବାକୁ କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି ଡିଜିସିଏ । ଏୟାରପୋର୍ଟ ଅଥରିଟି ଅଫ୍ ଇଣ୍ଡିଆ, ସିଆଇଇଏସଏଫ ଓ ଦେଶର ସବୁ ବିମାନ

ଅବକାରୀ ବିଭାଗ ଦ୍ୱାରା ୧୨ଶହ ଲିଟର ପୋଚ ନଷ୍ଟ

ପୁରୀ: ଅବକାରୀ ବିଭାଗ ପକ୍ଷରୁ ବେଆଇନ ଦେଶୀ ମଦ ବିକ୍ରି ଉପରେ କଡା ନଜର ରଖାଯାଇ ଥିବା ବେଳେ ଏ ନେଇ ଜିଲ୍ଲାରେ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି। ଆଜି ପୁରୀ ର ବାରବାଟୀ ମଶାଣି ଅଞ୍ଚଳରେ ଅବକାରୀ ବିଭାଗ ଚଢ଼ାଉ କରି ବିପୁଳ ପରିମାଣ ଦେଶୀ ମଦ ତିଆରିରେ ଲାଗୁ ଥିବା ପୋଚ ଗୁଡିକ ନଷ୍ଟ

୮ ପର୍ଯ୍ୟଟକ ସମୁଦ୍ରରେ ବୁଡି ଯାଉଥିବା ବେଳେ ଉଦ୍ଧାର

ପୁରୀ: ପୁରୀ ସମୁଦ୍ରରେ ସ୍ନାନ କରିବା ପାଇଁ ଆସୁଥିବା ପର୍ଯ୍ୟଟକଙ୍କ ଅସାବଧାନତା ପାଇଁ ଦିନକୁ ଦିନ ଅଘଟଣ ବଢ଼ିବାରେ ଲାଗିଛି। ଆଜି ସମୁଦ୍ରରେ ସ୍ନାନ ସମୟରେ ଭିନ୍ନ ଭିନ୍ନ ସ୍ଥାନରେ ୮ ଜଣ ପର୍ଯ୍ୟଟକ ସମୁଦ୍ରରେ ବୁଡି ଯାଉଥିବା ବେଳେ ଉଦ୍ଧାର କରାଯାଇଛି । ୬ ଜଣ ବଙ୍ଗୀୟ ଓ ୨ ଜଣ ଓଡିଶାର

୩୭ ବର୍ଷ ପରେ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ଜାମିନ ବିହୀନ ଗିରଫ ପରଓ୍ୱାନାର ୩୭ ବର୍ଷ ପରେ ଅଭିଯୁକ୍ତ ଗିରଫ ହୋଇଛି। ପୋଲିସର ସ୍ୱତନ୍ତ୍ର ଡ୍ରାଇଭ ବେଳେ ଅଭିଯୁକ୍ତ ଅକ୍ଷୟ ଜେନାକୁ ଧରିଛି କେନ୍ଦ୍ରାପଡା ଜିଲ୍ଲା ପାଟକୁରା ଥାନା ପୋଲିସ। ଏକ ଡକାୟତି ମାମଲାରେ ଅଭିଯୁକ୍ତ ଫେରାର ଥିଲା।

ପୋଲିସକୁ ସଫଳତା ଲକ୍ଷାଧିକ ଟଙ୍କାର ଅଫିମ ଗଛ ନଷ୍ଟ

ପାଳଲହଡା : ଅନୁଗୋଳ ଜିଲ୍ଲା ପାଳଲହଡା ବ୍ଲକ ଅନ୍ତର୍ଗତ ନଗିରା ପଞ୍ଚାୟତ ର ଶିବିଡା ନିକଟସ୍ଥ ଏକ ପାହାଡିଆ ଅଞ୍ଚଳରେ ଗତକାଲି ଲକ୍ଷାଧିକ ଟଙ୍କାର ଅଫିମ ଗଛ ସବୁକୁ ପୋଲିସ ଠାବ କରି ତାକୁ ପୋଡ଼ି ନଷ୍ଟ କରି ଦେଇଛନ୍ତି । ଖବର ରୁ ଜଣାଯାଏ ପାଳଲହଡା ର ଉକ୍ତ ପାଉଡି ଭୂୟାଁ ଅଞ୍ଚଳ ଗୁଡିକ ଘଞ୍ଚ

ମହାରଥୀଙ୍କ ପରିବାରରୁ ଜଣକୁ ଟିକେଟ ମିଳୁ: ମନ୍ତ୍ରୀ

ମହାରଥୀଙ୍କ ପରିବାରରୁ କାହାରିକୁ ପ୍ରାର୍ଥୀ କରିବା ପାଇଁ କହିଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ।ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, “ମହାରଥୀଙ୍କ ଅବଦାନ ତଥା ତାଙ୍କ ଅନୁପସ୍ଥିତିକୁ ଅନୁଭବ କରୁଛନ୍ତି ପିପିଲି ନିର୍ବାଚନମଣ୍ଡଳୀ ଲୋକେ । ପିପିଲି ଭୋଟର ମହାରଥୀଙ୍କ ପରିବାରକୁ

ବିଧାନସଭା ଆତ୍ମହତ୍ୟା ପ୍ରସଙ୍ଗରେ ଶାସକ-ବିରୋଧୀ ମୁହାଁମୁହିଁ

ଭୁବନେଶ୍ୱର: ମନ୍ତ୍ରୀମାନେ ଭୁଲ ନ ମାଗିବା ପର୍ଯ୍ୟନ୍ତ ବିଧାନସଭା ଚଲାଇଦେବୁନି ବୋଲି କହିଛନ୍ତି କଂଗ୍ରେସ ବିଧାୟକ ତାରା ବାହିନୀପତି । ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନର ଦ୍ୱିତୀୟ ଦିନରେ ଗୃହରେ ଆଜି ଶାସକ-ବିରୋଧୀ ମୁହାଁମୁହିଁ ହୋଇଥିଲେ । ଗୃହ ଭିତରେ ଆତ୍ମହତ୍ୟା ଧମକ ଦେଇଥିବା ବିଜେପି