Odia News Portal
Browsing Tag

latest odia news

ରାଜ୍ୟରେ ଆଉ ୮୪ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୪୮୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା

ଶ୍ରୀମନ୍ଦିରରେ ଡ୍ରୋନ୍‌ ଉଡ଼ାଇ ଏନ୍‌ଏସ୍‌ଜିର ସୁରକ୍ଷା ଯାଞ୍ଚ

ପୁରୀ: ଶ୍ରୀମନ୍ଦିରରେ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କଲା ଏନ୍‌ଏସ୍‌ଜି ଟିମ୍ । ଡ୍ରୋନ୍‌ ଉଡ଼ାଇ ବିଭିନ୍ନ ସ୍ଥାନର ଚିତ୍ର ଉତ୍ତୋଳନ କରାଯାଇ ଏନ୍‌ଏସ୍‌ଜିର ୩ ଜଣିଆ ଟିମ୍‌ ପକ୍ଷରୁ ସୁରକ୍ଷା ଯାଞ୍ଚ କରାଯାଇଛି । ଶ୍ରୀମନ୍ଦିରର ଐତିହ୍ୟ ସୁରକ୍ଷା ପ୍ରାଚୀର ନିର୍ମାଣ ନେଇ ପ୍ରଶାସନ ସହ

ଓଡିଶାବାସୀଙ୍କ ବଳିଦାନକୁ ନବୀନଙ୍କ ପ୍ରଶଂସା

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀଙ୍କ ସହ ଭିଡିଓ କନଫରେନ୍ସିଂରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବକ୍ତବ୍ୟ । ଆଉ ଲକଡାଉନ ସ୍ଥିତିକୁ ଫେରିବାନି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ସଂକ୍ରମଣକୁ ନିୟନ୍ତ୍ରଣରେ ରଖିବାକୁ ସମସ୍ତେ ଚେଷ୍ଟା କରିବା ଉଚିତ,ସଂକ୍ରମଣ ନେଇ ସତର୍କ ହେବା ଦରକାର । କୋଭିଡ

ବକେୟା ସବସିଡି ଅର୍ଥ ଓ ଚାଉଳ ଉଠାଣ ଚିନ୍ତା

ଭୁବନେଶ୍ୱର,୧୭ା୩(ନି.ପ୍ର.): କେନ୍ଦ୍ରରୁ ଧାନକିଣା ବାବଦରେ ପାଇବାକୁଥିବା ପ୍ରଭିଜନାଲ ଓ ଅଗ୍ରୀମ ସବ୍ସିଡି ଅର୍ଥ ଠିକ୍ ସମୟରେ ମିଳୁ ନଥିବାରୁ ରାଜ୍ୟରେ ଧାନ ସଂଗ୍ରହ କରୁଥିବା ଓଡ଼ିଶା ରାଜ୍ୟ ଯୋଗାଣ ନିଗମ ଘୋର ଅ ।ର୍ଥିକ ସଙ୍କଟରେ ସମ୍ମୁଖୀନ ହୋଇଛି । ଅଦ୍ୟାବଧି ଯୋଗାଣ ନିଗମକୁ ଧାନ

୩ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି

ଭୁବନେଶ୍ୱର : ଏପ୍ରିଲ୍ ୨ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ । ଉତ୍କଳ ବିଶ୍ୱବିଦ୍ୟାଳୟର ଦୀକ୍ଷାନ୍ତ ସମାରୋହରେ ଉପରାଷ୍ଟ୍ରପତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏହି ଉତ୍ସବରେ ପ୍ରାୟ ୧୮୦ ଜଣ ଛାତ୍ରୀଛାତ୍ରୀଙ୍କୁ ପିଏଚଡି ଏବଂ ଡିଏଲ୍ଇଟ୍ ପ୍ରଦାନ