Odia News Portal
Browsing Tag

latest odia news

ତୀରଥ ସିଂହ ରାୱତ ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ

ଉତ୍ତରାଖଣ୍ଡ: ଘୋଷଣା ହୋଇଛି ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ । ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ପ୍ରଚାରକ ତଥା ବିଜେପିର ବରିଷ୍ଠ ନେତା ତୀରଥ ସିଂହ ରାୱତଙ୍କୁ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ପ୍ରଦାନ କରା ଯାଇଛି। ଡେରାଡୁନ ସ୍ଥିତ ବିଜେପି କାର୍ଯ୍ୟାଳୟରେ ବସିଥିବା ବିଜେପି ବିଧାୟକ ଦଳ

୧୦ରୁ ସମସ୍ତ ବିଧାୟକଙ୍କ କୋଭିଡ୍ ଟେଷ୍ଟ

ଭୁବନେଶ୍ୱର: ଆସନ୍ତା ୧୨ତାରିଖରୁ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । କରୋନା ସଂକ୍ରମଣକୁ ଆଖି ଆଗରେ ରଖି ଏହି ଅଧିବେଶନ ପୂର୍ବରୁ କେତେକ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି । ଏନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇ କହିଛନ୍ତି ଯେ,

ବିକାଶର ନୂଆଚିତ୍ର ଦେଖିବ ନୂଆପଡ଼ା

ଭୁବନେଶ୍ୱର: ଆସନ୍ତାକାଲି ନୂଆପଡ଼ା ଯିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ସମସ୍ତ ପ୍ରସ୍ତୁତି କରାଯାଇଛି । ରାଜ୍ୟ ସରକାର ସମ ବିକାଶକୁ ଗୁରୁତ୍ୱ ଦେଉଥିବାରୁ ପ୍ରାୟ ୪ ହଜାର କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିପାରନ୍ତି ନବୀନ । ପଛୁଆ ଜିଲ୍ଲାକୁ ଆଗକୁ ଆଣିବା ପାଇଁ ସରକାର

ନୂଆ ଦାୟିତ୍ୱ ସମ୍ଭାଳିଲେ ସୌମେନ୍ଦ୍ର ପ୍ରିୟଦର୍ଶୀ

ଭୁବନେଶ୍ୱର: ନୂଆ ପୋଲିସ କମିଶନର ଭାବେ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ଦାୟିତ୍ୱ ଗ୍ରହଣ । ମଙ୍ଗଳବାର ଭୁବନେଶ୍ଵର ପୋଲିସ କମିଶନରେଟ୍ ପୋଲିସ କାର୍ଯ୍ୟାଳୟରେ ୧୯୯୫ ଆଇପିଏସ୍ ବ୍ୟାଚର ଏହି ଅଫିସର ଦାୟିତ୍ଵ ଗ୍ରହଣ କରିଛନ୍ତି। ଏହି ଅବସରରେ ତାଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଛି। ଦାୟିତ୍ୱ ଗ୍ରହଣ

କାଳିଆପାଣିରେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ, ୪ ଗିରଫ

ଯାଜପୁର: ଯାଜପୁର ଜିଲ୍ଲା କାଳିଆପାଣି ଅଞ୍ଚଳରେ ଲଜ୍ୟା । ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ । ଶିକ୍ଷାବୃତ୍ତି ନେବାକୁ ଆସିଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଚାରିଜଣ ଯୁବକ ଗଣଦୁଷ୍କର୍ମ କରିଥିବାର ସାଙ୍ଘାତିକ ଅଭିଯୋଗ ସାମ୍ନାକୁ ଆସିଛି । ଘଟଣାରେ କାଳିଆପାଣି ପୋଲିସ ୪