Odia News Portal
Browsing Tag

latest odia news

ଓଡ଼ିଶା ଓ୍ୱାନ୍ ପୋର୍ଟାଲ ଲୋକାର୍ପିତ

ଭୁବନେଶ୍ୱର: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜୟନ୍ତୀ । ତେବେ ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୦୦୦ରୁ ଅଧିକ ମୋ ସେବାକେନ୍ଦ୍ର ଓ ଓଡ଼ିଶାଓ୍ୱାନ୍ ପୋର୍ଟାଲ ଲୋକାର୍ପିତ କରିଛନ୍ତି । 5T ଉପକ୍ରମ ଅନୁଯାୟୀ ଏହି କାର୍ଯ୍ୟକ୍ରମ ଆରମ୍ବ କରାଯାଇଛି। ଏହି ଅବସରରେ

ବିଜୁ ଜୟନ୍ତୀରେ ବିଜେଡି ପକ୍ଷରୁ ସାଇକେଲ ରାଲି

ଭୁବନେଶ୍ବର: ଆଜି ମହାନ ଜନ ନାୟକ ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜନ୍ମ ଜୟନ୍ତୀ । ସାରା ରାଜ୍ୟରେ ଏହାକୁ ପଂଚାୟତିରାଜ ଦିବସ ଭାବେ ପାଳନ କରାଯାଉଛି ।ତେବେ ବିଜୁ ଜନତା ଦଳ ପକ୍ଷରୁ ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜନ୍ମ ଦିନକୁ ଖୁବ୍ ଉତ୍ସାହର ସହ ପାଳନ କରାଯାଉଛି । ଆଜି କଟକ ସ୍ଥିତ ଆନନ୍ଦ