Odia News Portal
Browsing Tag

latest odia news

୨ ଦିନିଆ ରିମାଣ୍ଡରେ ଗଲା ବିବନ୍

ଭୁବନେଶ୍ୱର: ବହୁଚର୍ଚ୍ଚିତ ଅଞ୍ଜନା ଗଣଦୁଷ୍କର୍ମ ମାମଲାରେ ଆଜିଠୁ ଦୁଇଦିନିଆ ରିମାଣ୍ଡରେ ଯିବ ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳ। ବିବନକୁ ଦୁଇ ଦିନିଆ ରିମାଣ୍ଡରେ ନେଇ ଜେରା କରିବ ସିବିଆଇ ଟିମ୍ । ଅଧିକ ତଥ୍ୟ ପ୍ରମାଣ ଯୋଗାଡ଼ ପାଇଁ ମାରାଥନ ଜେରା କରିବ ସିବିଆଇ । ସିବିଆଇର ତଦନ୍ତକାରୀ ଟିମ୍

୫ ରୁ ୪ରେ ଆପ୍ ର ବାଜିମାତ୍

ନୂଆଦିଲ୍ଲୀ: ଦିଲ୍ଲୀ ନଗର ନିଗମ (ଏମ୍‌ସିଡି) ଉପନିର୍ବାଚନରେ ଆମ୍ ଆଦମୀ ପାର୍ଟି (ଆପ୍‌)ର ବାଜିମାତ୍ । ପାଞ୍ଚଟି ଆସନ ପାଇଁ ହୋଇଥିବା ଏହି ଉପ ନିର୍ବାଚନରେ ଆପ୍ ଚାରୋଟିରେ ବିଜୟୀ ହୋଇଛି । ଉପନିର୍ବାଚନରେ ବିଜୟ ପରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଦଳର ସବୁ କର୍ମକର୍ତ୍ତାଙ୍କୁ

କୋଟିଆ: ସରକାର ଲୋଡିଲେ ଆଇନଗତ ସହାୟତା

ଭୁବନେଶ୍ୱର: କୋଟିଆ ବିବାଦର ସମାଧାନ ପାଇଁ ସହାୟତା ଲୋଡିଲେ ରାଜ୍ୟ ସରକାର । କୋରାପୁଟ ଜିଲ୍ଲା କୋଟିଆ ପ୍ରସଙ୍ଗରେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅନଙ୍ଗ ପଟ୍ଟନାୟକଙ୍କ ସହାୟତା ଲୋଡିଛନ୍ତି ସରକାର । ଆଡଭୋକେଟ୍ ଜେନେରାଲ ଅଶୋକ ପରିଜାଙ୍କ ଅନୁରୋଧ କ୍ରମେ ଆଇନଗତ ସହାୟତା

ଟିକା ନେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ନୂଆଦିଲ୍ଲୀ: ଆଜି ଟିକା ଗ୍ରହଣ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ | ବୁଧବାର ଦିନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ନୂଆଦିଲ୍ଲୀର ଆର.ଆର୍ ହସ୍ପିଟାଲରେ କୋଭିଡ-୧୯ ଟିକାର ପ୍ରଥମ ଡୋଜ ନେଇଛନ୍ତି । ରାଷ୍ଟ୍ରପତିଙ୍କ ସରକାରୀ ଆକାଉଣ୍ଟ ଟ୍ୱିଟ୍ କରି ଏହି ବିଷୟରେ ସୂଚନା ଦେଇ