୨୬ରେ ଭଦ୍ରକ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
ଆସନ୍ତା ୨୬ ତାରିଖରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଭଦ୍ରକ ଆସିବେ ବୋଲି ବିଜେପି ସାଧାରଣ ସଂପାଦକ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ତାଙ୍କର ସୂଚନା ଅନୁଯାୟୀ, ଗୃହମନ୍ତ୍ରୀ ଅମିତ ଶାହ ଭଦ୍ରକ ଲୋକସଭା ନିର୍ବାଚନ ମଣ୍ଡଳୀରେ ଦଳୀୟ ସମାବେଶରେ ଯୋଗ ଦେବେ। ଏହି ଅବସରରେ ସେ ବିଜେପିର!-->…
