Odia News Portal
Browsing Tag

latest odia news

୮ ପର୍ଯ୍ୟଟକ ସମୁଦ୍ରରେ ବୁଡି ଯାଉଥିବା ବେଳେ ଉଦ୍ଧାର

ପୁରୀ: ପୁରୀ ସମୁଦ୍ରରେ ସ୍ନାନ କରିବା ପାଇଁ ଆସୁଥିବା ପର୍ଯ୍ୟଟକଙ୍କ ଅସାବଧାନତା ପାଇଁ ଦିନକୁ ଦିନ ଅଘଟଣ ବଢ଼ିବାରେ ଲାଗିଛି। ଆଜି ସମୁଦ୍ରରେ ସ୍ନାନ ସମୟରେ ଭିନ୍ନ ଭିନ୍ନ ସ୍ଥାନରେ ୮ ଜଣ ପର୍ଯ୍ୟଟକ ସମୁଦ୍ରରେ ବୁଡି ଯାଉଥିବା ବେଳେ ଉଦ୍ଧାର କରାଯାଇଛି । ୬ ଜଣ ବଙ୍ଗୀୟ ଓ ୨ ଜଣ ଓଡିଶାର…

୩୭ ବର୍ଷ ପରେ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ଜାମିନ ବିହୀନ ଗିରଫ ପରଓ୍ୱାନାର ୩୭ ବର୍ଷ ପରେ ଅଭିଯୁକ୍ତ ଗିରଫ ହୋଇଛି। ପୋଲିସର ସ୍ୱତନ୍ତ୍ର ଡ୍ରାଇଭ ବେଳେ ଅଭିଯୁକ୍ତ ଅକ୍ଷୟ ଜେନାକୁ ଧରିଛି କେନ୍ଦ୍ରାପଡା ଜିଲ୍ଲା ପାଟକୁରା ଥାନା ପୋଲିସ। ଏକ ଡକାୟତି ମାମଲାରେ ଅଭିଯୁକ୍ତ ଫେରାର ଥିଲା। …

ପୋଲିସକୁ ସଫଳତା ଲକ୍ଷାଧିକ ଟଙ୍କାର ଅଫିମ ଗଛ ନଷ୍ଟ

ପାଳଲହଡା : ଅନୁଗୋଳ ଜିଲ୍ଲା ପାଳଲହଡା ବ୍ଲକ ଅନ୍ତର୍ଗତ ନଗିରା ପଞ୍ଚାୟତ ର ଶିବିଡା ନିକଟସ୍ଥ ଏକ ପାହାଡିଆ ଅଞ୍ଚଳରେ ଗତକାଲି ଲକ୍ଷାଧିକ ଟଙ୍କାର ଅଫିମ ଗଛ ସବୁକୁ ପୋଲିସ ଠାବ କରି ତାକୁ ପୋଡ଼ି ନଷ୍ଟ କରି ଦେଇଛନ୍ତି । ଖବର ରୁ ଜଣାଯାଏ ପାଳଲହଡା ର ଉକ୍ତ ପାଉଡି ଭୂୟାଁ ଅଞ୍ଚଳ ଗୁଡିକ ଘଞ୍ଚ…

ମହାରଥୀଙ୍କ ପରିବାରରୁ ଜଣକୁ ଟିକେଟ ମିଳୁ: ମନ୍ତ୍ରୀ

ମହାରଥୀଙ୍କ ପରିବାରରୁ କାହାରିକୁ ପ୍ରାର୍ଥୀ କରିବା ପାଇଁ କହିଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ।ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, “ମହାରଥୀଙ୍କ ଅବଦାନ ତଥା ତାଙ୍କ ଅନୁପସ୍ଥିତିକୁ ଅନୁଭବ କରୁଛନ୍ତି ପିପିଲି ନିର୍ବାଚନମଣ୍ଡଳୀ ଲୋକେ । ପିପିଲି ଭୋଟର ମହାରଥୀଙ୍କ ପରିବାରକୁ…

ବିଧାନସଭା ଆତ୍ମହତ୍ୟା ପ୍ରସଙ୍ଗରେ ଶାସକ-ବିରୋଧୀ ମୁହାଁମୁହିଁ

ଭୁବନେଶ୍ୱର: ମନ୍ତ୍ରୀମାନେ ଭୁଲ ନ ମାଗିବା ପର୍ଯ୍ୟନ୍ତ ବିଧାନସଭା ଚଲାଇଦେବୁନି ବୋଲି କହିଛନ୍ତି କଂଗ୍ରେସ ବିଧାୟକ ତାରା ବାହିନୀପତି । ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନର ଦ୍ୱିତୀୟ ଦିନରେ ଗୃହରେ ଆଜି ଶାସକ-ବିରୋଧୀ ମୁହାଁମୁହିଁ ହୋଇଥିଲେ । ଗୃହ ଭିତରେ ଆତ୍ମହତ୍ୟା ଧମକ ଦେଇଥିବା ବିଜେପି…

ବ୍ୟବସାୟୀଙ୍କୁ ଗୁଳିମାଡ଼: ୩ ଦୁର୍ବୃତ୍ତ ଫେରାର

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ଉମରକୋଟରେ ବ୍ୟବସାୟୀଙ୍କୁ ଗୁଳିମାଡ଼ କରି ଫେରାର ହୋଇଗଲେ ୩ ଦୁର୍ବୃତ୍ତ। ବ୍ୟବସାୟିକ ଶତ୍ରୁତାକୁ କେନ୍ଦ୍ର କରି ଏହି ଗୁଳିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ସୂଚନାନୁସାରେ, ସହରର ଷ୍ଟାଇଲ ଫର୍ନିଚର ଓ ଷ୍ଟାଇଲ ପାର୍ଲର ବ୍ୟବସାୟୀ ଟି.ସଞ୍ଜୀବ ସୁବୁଦ୍ଧି…

ଟ୍ରିବ୍ୟୁନାଲରେ ୨୦ତମ ଶୁଣାଣି, ସମାଧାନ କେବେ?

ଭୁବନେଶ୍ବର: ତୁଟୁନି ଓଡ଼ିଶା-ଛତିଶଗଡ଼ ଜଳ ବିବାଦ। ଟ୍ରିବ୍ୟୁନାଲକୁ ମାର୍ଚ୍ଚ ୧୨ ତାରିଖରେ ୩ବର୍ଷ ପୁରୁଥିଲେ ମଧ୍ୟ ଆଲୋଚନା ସଫଳ ହୋଇପାରିନାହିଁ  ।ତେବେ ଆଜି ଟ୍ରିବ୍ୟୁନାଲରେ ୨୦ତମ ଶୁଣାଣି ହେବ । ପୂର୍ବରୁ ୧୯ ଥର ଶୁଣାଣି ହୋଇଥିବା ବେଳେ କୌଣସି ସମାଧାନ ହୋଇନାହିଁ । ଟ୍ରିବ୍ୟୁନାଲକୁ…

ନୀତି ଆୟୋଗ ତାଲିକାରେ ଗଜପତି ଶ୍ରେଷ୍ଠ

ଭୁବନେଶ୍ୱର: ନବୀନ ସରକାରଙ୍କ କାର୍ଯ୍ୟକୁ ପୁଣି ଜାତୀୟ ସ୍ତରରେ ସ୍ୱୀକୃତି । କେନ୍ଦ୍ର ସରକାରଙ୍କ ନୀତି ଆୟୋଗ ଦ୍ୱାରା ଉନ୍ନତ ଭିତ୍ତିଭୂମି ମାନ୍ୟତା ତାଲିକାରେ ପ୍ରଥମ ତିନିଟି ସ୍ଥାନରେ ରହିଛନ୍ତି ଓଡିଶାର ତିନିଟି ଜିଲ୍ଲା । ନୀତି ଆୟୋଗ ତାଲିକାରେ ଦେଶର ଶ୍ରେଷ୍ଠ ୫ଟି ଜିଲ୍ଲା ମଧ୍ୟରେ…