Odia News Portal
Browsing Tag

latest odia news

ଶବକୁ ବୋହି ମାନବିକତା ଦେଖାଇଲେ ଶିରିଷା

ଶ୍ରୀକାକୁଲମ: ଅଜଣା ବୃଦ୍ଧଙ୍କର ଶବକୁ ବୋହିଲେ ମହିଳା ସବ୍ ଇନ୍ସପେକ୍ଟର କେ. ଶିରିଷା। ଓଡିଶାର ଗଜପତି ଜିଲ୍ଲାକୁ ଲାଗି ରହିଥିବା ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲ୍ଲା କାଶିବୁଗା(ପଲାସା) ଥାନାର ମହିଳା ସବ୍ ଇନ୍ସପେକ୍ଟର ହେଉଛନ୍ତି କେ.ଶିରିଷା । ଏହି ଥାନା ଅନ୍ତର୍ଗତ ଅଡାବି କତ୍ତୁରୁ

ରାଜଧାନୀବାସୀଙ୍କୁ ମିଳିବ ସ୍ମାର୍ଟ ଆଡ୍ରେସ୍‌

ଭୁବନେଶ୍ୱର:ରାଜଧାନୀବାସୀଙ୍କୁ ମିଳିବ ଡିଜିଟାଲ୍ ଡୋର୍ ନମ୍ବର|ରାଜଧାନୀବାସୀଙ୍କୁ ସ୍ମାର୍ଟ ଆଡ୍ରେସ୍‌ ଦେବାକୁ ପ୍ରକ୍ରିୟା ଆରମ୍ଭ କରିଛି ବିଏମ୍‌ସି । ଏଥିପାଇଁ ଗତକାଲିଠାରୁ ପରୀକ୍ଷାମୂଳକ ଭାବେ ଡିଜିଟାଲ୍‌ ଡୋର୍‌ ନମ୍ବରିଂ ସର୍ଭେ କାମ ଆରମ୍ଭ ହୋଇ ଯାଇଛି । ସାଧାରଣତଃ ଘର ଠିକଣା

ଶୀତ ପାଇଁ ୧୬ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଶୀତ ଲହରୀ । ୧୦ ସହରରେ ୧୦ ଡିଗ୍ରୀ ତଳେ ରହିଛି ପାରଦ ।ହାଡ଼ଭଙ୍ଗା ଶୀତକୁ ନଜରରେ ରଖି ରାଜ୍ୟର ୧୬ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ଆଜି ଜି ଉଦୟଗିରି ଏବଂ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ରହିଥିବାବେଳେ ଭୁବନେଶ୍ୱରରେ

ମେ’ ୪ରୁ ଆରମ୍ଭ ସିବିଏସଇ ପରୀକ୍ଷା

ନୂଆଦିଲ୍ଲୀ : ମେ’ ୪ରୁ ଆରମ୍ଭ ସିବିଏସଇ ପରୀକ୍ଷା । ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ସୂଚୀ ଘୋଷଣା କଲା ସିବିଏସଇ । ସିବିଏସଇ ପରୀକ୍ଷା ନେଇ ସୂଚୀ ପ୍ରକାଶ କଲେ କେନ୍ଦ୍ର ସରକାର । ଏନେଇ ଟ୍ୱିଟ କରି ସୂଚନା ପ୍ରଦାନ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ।ଏହା ପୂର୍ବରୁ

ଭଦ୍ରକରେ ଥମୁନି ବେଆଇନ ଗୋ ଚାଲାଣ

ଭଦ୍ରକ: ଭଦ୍ରକରେ ଥମିବାର ନାଁ ଧରୁନି ବେଆଇନ ଗୋ ଚାଲାଣ | ବାରମ୍ବାର ଭଦ୍ରକରେ ଧରା ପଡ଼ୁଛି ବେଆଇନ ଗୋରୁ ଚାଲାଣ | ଯାହାକୁ ନେଇ ବଢିବାରେ ଲାଗିଛି ଜନ ଅସନ୍ତୋଷ | ଏବେ ଗୋରୁ ମାଫିଆଙ୍କ ନଜରରେ ରହିଛନ୍ତି ବୁଲା ଷଣ୍ଢ | ଗତକାଲି ପୁଣି ବେଆଇନ ଗୋ ଚାଲାଣ ନେଇ ସହର ଭିତରେ ଉପୁଜି ଥିଲା

ଝରାଫୁଲ ମର୍ଡର: ସିନ୍‌ ରିକ୍ରିଏସନ କଲା ରାକେଶ

ଯାଜପୁର: ମୃତଦେହ ଫୋପାଡିଥିବା ସ୍ଥାନକୁ ଚିହ୍ନଟ କଲା ଅଭିଯୁକ୍ତ ରାକେଶ । କୁଆଖିଆ ଥାନା ଦିଆଲଖଣ୍ଡି ଅଞ୍ଚଳରେ ଯେଉଁଠାରୁ ଝରାଫୁଲଙ୍କ ମୃତଦେହ ମିଳିଥିଲା ସେଠାକୁ ରାକେଶକୁ ନିଆଯାଇ ମୃତଦେହ ମିଳିଥିବା ସ୍ଥାନକୁ ଚିହ୍ନଟ କରାଯାଇଛି । ଏଥିସହ ରାକେଶକୁ ଘଟଣାସ୍ଥଳକୁ ନେଇ ସିନ୍‌ ରିକ୍ରିଏସନ

ବ୍ରାଣ୍ଡେଡ ଲେବଲ୍ ତଳେ ନକଲି ମୃଦୁ ପାନୀୟ

ଭୁବନେଶ୍ୱର: ପୁଣି ରାଜଧାନୀରୁ ଠାବ ହେଲା ନକଲି କାରଖାନା । ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ନକଲି ମୃଦୁ ପାନୀୟ କାରଖାନାକୁ ପୋଲିସ ଠାବ କରିଛି । ପୋଲିସ ଉକ୍ତ କାରଖାନାରେ ଚଢାଉ ଜାରି ରଖିଛି । ତେବେ ଚଢାଉ ସମୟରେ ବିପୁଳ ପରିମାଣର ନକଲି ସାମଗ୍ରୀ ଠାବ ହୋଇଛି । ବିଭିନ୍ନ ନାମୀ କମ୍ପାନୀର ନାମ

ଫେବ୍ରୁଆରୀ ୧୦ରୁ ଆରମ୍ଭ ପିଜି କ୍ଲାସ୍

ଭୁବନେଶ୍ୱର: ଫେବ୍ରୁଆରୀ ୧୦ରୁ ଆରମ୍ଭ ହେବ ପିଜି କ୍ଲାସ୍। ପିଜି କ୍ଲାସ୍ ଆରମ୍ଭ ହେବା ନେଇ ସୂଚନା ପ୍ରଦାନ କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ। ୧୦ରୁ କ୍ଲାସ ଆରମ୍ଭ ହେବାକୁ ଥିବାରୁ ୮ରେ ଖୋଲାଯିବ ହଷ୍ଟେଲ | ସେହିଭଳି ପ୍ରି-ଫାଇନାଲ ଇୟର କ୍ଲାସ ମଧ୍ୟ ଫେବୃଆରୀ ୧୦ରୁ ଆରମ୍ଭ ହେବ |