Odia News Portal
Browsing Tag

latest odia news

ଗୃହରେ ବିରୋଧୀଙ୍କ ହାଇ ଭୋଲଟେଜ୍ ହଙ୍ଗାମା

ଭୁବନେଶ୍ୱର: ବଜେଟ୍ ଅଧିବେଶନର ଦ୍ୱିତୀୟ ଦିନରେ ଗୃହରେ ବିରୋଧୀଙ୍କ ହାଇ ଭୋଲଟେଜ୍ ହଙ୍ଗାମା । ଧାନମଣ୍ଡି ଅବ୍ୟବସ୍ଥାକୁ ନେଇ ବିରୋଧୀ ନିଜ ହଟ୍ଟଗୋଳ ଜାରି ରଖିଥିବା ବେଳେ ବାଚସ୍ପତି ସର୍ବଦଳୀୟ ବୈଠକ ଡାକିଥିଲେ । ବୈଠକ ପରେ ସମବାୟ ମନ୍ତ୍ରୀଙ୍କୁ ଆସନ୍ତାକାଲି ଗୃହରେ ବିବୃତ୍ତି ରଖିବାକୁ

ମୟୂରଭଞ୍ଜ ଦୁର୍ଘଟଣା: ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ସାରସକଣା ଠାରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ପାଞ୍ଚ ଜଣଙ୍କର ମୃତ୍ୟୁ ହୋଇଥିଲା । ଏହି ଘଟଣାରେ ଗଭୀର ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେମାନଙ୍କ ମଧ୍ୟରୁ ୪ଜଣ ଓଡିଶାର ଏବଂ ଆଉ ଜଣେ ହେଉଛନ୍ତି ଝାଡଖଣ୍ଡର ଅଧିବାସୀ । ମୃତକଙ୍କ

ବାଇ-ଲ ବିନା ଐତିହ୍ୟ ବିକାଶ ଅଧୁରା….

ଭୁବନେଶ୍ୱର: ନିଜ ମତରେ ଅଟଳ ସାଂସଦ ଅପରାଜିତା ଷଡଙ୍ଗୀ । ଆଜି ଟ୍ୱିଟକରି ଅପରାଜିତା ଲେଖିଛନ୍ତି, ଐତିହ୍ୟ କ୍ଷେତ୍ରର ବିକାଶ ହେବା ଉଚିତ୍ । କିନ୍ତୁ ବାଇ-ଲକୁ ଏଡାଇ ଏଭଳି ବିକାଶ ହେବା ଉଚିତ ନୁହେଁ । ୧୯୫୮ ଆମସର ଆକ୍ଟ ସବୁ ଆଇନର ଉର୍ଦ୍ଧ୍ବରେ । ତେଣୁ ରାଜ୍ୟ ସରକାର କୌଣସି ବିକାଶମୂଳକ କାମ

ଆତଙ୍କୀ ହମଲା, ୨ ପୋଲିସକର୍ମୀ ଶହୀଦ୍

ଶ୍ରୀନଗର: ଜମ୍ମୁ-କାଶ୍ମୀରରେ ଦିନ ଦ୍ୱିପ୍ରହରରେ ଆତଙ୍କବାଦୀ ମାନେ ଗୁଳିକରି ଦୁଇ ପୋଲିସ କର୍ମୀଙ୍କୁ ହତ୍ୟା କରିଛନ୍ତି । ଶ୍ରୀନଗରରେ ବାରାଜୁଲ୍ଲା ଅଞ୍ଚଳରେ ଶୁକ୍ରବାର ଦିନ ୧୨ଟାରେ ପୋଲିସ ପାଟ୍ରୋଲିଂ ଟିମ୍ ଉପରେ ଆତଙ୍କବାଦୀମାନେ ଗୁଳିମାଡ କରିଛନ୍ତି ।ଏହି ଗୁଳିମାଡରେ ୨ ପୋଲିସକର୍ମୀ ଆହତ

ଗଜରାଜ ସୁରକ୍ଷା ପାଇଁ ୪ ଜଣିଆ କେନ୍ଦ୍ରୀୟ ଟିମ୍

କଳାହାଣ୍ଡି: କଳାହାଣ୍ଡି କର୍ଲାପାଟ ଅଭୟାରଣ୍ୟରେ ହାତୀ ମୃତ୍ୟୁ ଘଟଣାର ଅନୁଧ୍ୟାନ ପାଇଁ କେନ୍ଦ୍ରୀୟ ଟିମ୍ |କର୍ଲାପାଟ ଅଭୟାରଣ୍ୟରେ ୬ଟି ହାତୀ ମୃତ୍ୟୁ ଘଟଣାର ଅନୁଧ୍ୟାନ ନିମନ୍ତେ ୪ ଜଣିଆ କେନ୍ଦ୍ରୀୟ ଟିମ୍ ଆଜି କଳାହାଣ୍ଡିରେ ପହଞ୍ଚିବେ । ଟିମ୍ ରେ ଡଃ. କରିକାଲନ ମାଥେସ, ବୈଜ୍ଞାନିକ

ମହିଳାଙ୍କୁ ସ୍ୱତନ୍ତ୍ର ପରିଚୟ ଦେଇଛି ମିଶନ୍ ଶକ୍ତି: ସୁଜାତା କାର୍ତ୍ତିକେୟନ୍

ଭୁବନେଶ୍ୱର: ମିଶନ ଶକ୍ତି ଓଡିଶାର ମହିଳାମାନଙ୍କୁ ସେମାନଙ୍କର ପ୍ରକୃତ ଆତ୍ମ ପରିଚୟ ଦେବା ସହିତ ସେମାନଙ୍କ ମଧ୍ୟରେ ନେତୃତ୍ୱ ଗୁଣ ସୃଷ୍ଟି କରିଛି | ଯାହା ସହିତ ସେମାନେ ଆଜି ନିଜ ଜୀବନ ଏବଂ ସମାଜକୁ ମଧ୍ୟ ପରିବର୍ତ୍ତନ କରୁଛନ୍ତି। ପ୍ରାୟ ୯୦ ପ୍ରତିଶତରୁ ଅଧିକ ମହିଳାମାନେ ଅର୍ଥନୀତିରେ ନିଜର

କୋଟିଆ ଶୁଣାଣି: ଓଡ଼ିଶାକୁ ୪ ସପ୍ତାହର ମହଲତ

ନୂଆଦିଲ୍ଲୀ: କୋଟିଆ ପ୍ରସଙ୍ଗରେ ସୁପ୍ରିମକୋର୍ଟରେ ଆଜି ଶୁଣାଣି ହୋଇଛି । ସୁପ୍ରିମକୋର୍ଟ ରାୟର ଅବମାନନା ଆନ୍ଧ୍ର ସରକାର କରିଛି ବୋଲି ଓଡ଼ିଶା ସରକାର ଅଭିଯୋଗ ଆଣି ସୁପ୍ରିମକୋର୍ଟ ଯାଇଥିଲେ । ଏହି ମାମଲାରେ ଆନ୍ଧ୍ର ସରକାର ନିଜର ଷ୍ଟାଟସ ରିପୋର୍ଟ ଦାଖଲ କରିଛନ୍ତି । ଆନ୍ଧ୍ର ଜବାବର

ଅପରାହ୍ନ ୪ ଟା ପର୍ଯ୍ୟନ୍ତ ଗୃହ ମୁଲତବୀ

ଭୁବନେଶ୍ବର: ଦ୍ଵିତୀୟ ଦିନରେ ବଜେଟ ଅଧିବେଶନ ଆରମ୍ଭରୁ ଗୃହ ମୁଲତବୀ । ଗୃହ କାର୍ଯ୍ୟ ଆରମ୍ଭରୁ ବିରୋଧୀ ସଦସ୍ୟଙ୍କ ପ୍ରବଳ ହୋହାଲ୍ଲା ଓ ହଟ୍ଟଗୋଳ । ଯାହାକୁ ନେଇ ପ୍ରଥମେ ଗୃହକୁ ୧୧ଟା ୩୦ମିନିଟ୍‌ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରାଯାଇ ଥିବା ସମୟରେ ପୁନର୍ବାର ଗୃହକୁ ଅପରାହ୍ନ ୪ ଟା ଯାଏଁ

୧୪.୨୫ କୋଟି ଟଙ୍କାରେ ନିଲାମ ହେଲେ ମ୍ୟାକ୍ସୱେଲ୍

ଚେନ୍ନାଇ: ଆଇପିଏଲ ୨୦୨୧ ପାଇଁ ପ୍ଲେୟାର ଅକ୍ସନ ଆଜି ଆରମ୍ଭ ହୋଇଛି । ପ୍ରଥମ ଦିନରେ ରେକର୍ଡ ଦାମରେ ବିକ୍ରି ହୋଇଛନ୍ତି ଦକ୍ଷିଣ ଆଫ୍ରିକାର କ୍ରିସ୍ ମୋରିସ ।ସେହିଭଳି ମ୍ୟାକ୍ସୱେଲଙ୍କୁ କିଣିଲା ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର । ୧୪.୨୫ କୋଟି ଟଙ୍କାରେ ବିକ୍ରି ହୋଇଛନ୍ତି । ତେବେ

ଆଇପିଏଲ ୨୦୨୧ ପାଇଁ ପ୍ଲେୟାର ଅକ୍ସନ୍

ଚେନ୍ନାଇ: ଆଇପିଏଲ ୨୦୨୧ ପାଇଁ ପ୍ଲେୟାର ଅକ୍ସନ ଆଜି ଆରମ୍ଭ ହୋଇଛି । ପ୍ରଥମ ଦିନରେ ରେକର୍ଡ ଦାମରେ ବିକ୍ରି ହୋଇଛନ୍ତି ଦକ୍ଷିଣ ଆଫ୍ରିକାର କ୍ରିସ୍ ମୋରିସ । ଏଥର ଆଇପିଏଲ୍ ଇତିହାସରେ ସବୁଠାରୁ ଅଧିକ ଦାମରେ ବିକ୍ରି ହୋଇଛନ୍ତି ଦକ୍ଷିଣ ଆଫ୍ରିକାର କ୍ରିସ୍ ମୋରିସ । ରାଜସ୍ଥାନ ରୟାଲସ୍