ହାତୀ ମୃତ୍ୟୁ କାରଣ ଖୋଜୁଛି ବିଶେଷଜ୍ଞ ଟିମ୍
କଳାହାଣ୍ଡି: କର୍ଲାପାଟରେ ହାତୀ ମୃତ୍ୟୁକୁ ନେଇ ବଢ଼ିଲାଣି ଚିନ୍ତା। ଗତ ୧୨ ଦିନ ମଧ୍ୟରେ ଏହି ଅଭୟାରଣ୍ୟରେ ୪ ମାଈ ହାତୀ ଆଖି ବୁଜି ସାରିଥିବା ବେଳେ ଆଉ ଏକ ହାତୀ ଅସୁସ୍ଥ ଅଛି। କାହିଁକି ଏହି ଅଭୟାରଣ୍ୟରେ ଗୋଟିଏ ପରେ ଗୋଟିଏ ହାତୀଙ୍କ ମୃତ୍ୟୁ ହେଉଛି, କାରଣ ଖୋଜିବାକୁ ଆଜି କର୍ଲାପାଟରେ!-->…
